ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଭିଜିଲାନ୍ସ ଜାଲରେ ଆଗଲପୁର ଅମିନ, ଲାଞ୍ଚ ନେବା ବେଳେ ଧରାପଡ଼ିଲେ

ବଲାଙ୍ଗିର, ୦୪/୦୩ : ଭିଜିଲାନ୍ସ ଜାଲରେ ବଲାଙ୍ଗିର ଜିଲ୍ଲା ଆଗଲପୁର ତହସିଲର ଅମିନ ସଦାନନ୍ଦ ସାହୁ। ଲାଞ୍ଚ ନେଇ ଧରାପଡିଛନ୍ତି ଅମିନ ବାବୁ। ଜମିପଟ୍ଟା କରାଇ ଦେବାକୁ କହି ଅଭିଯୋଗକାରୀଙ୍କ ଠାରୁ ନେଉଥିଲେ ଲାଞ୍ଚ।

ସୂଚନାନୁଯାୟୀ, ଆଗଲପୁର ତହସିଲର ଅମିନ ସଦାନନ୍ଦ ସାହୁ ଜମି ମ୍ୟୁଟେସନ କରାଇ ଦବାକୁ କହି ଜଣେ ବ୍ୟକ୍ତିଙ୍କୁ ଲାଞ୍ଚ ମାଗିଥିଲେ। ଆଜି ଅଭିଯୋଗକାରୀଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସେ ଧରା ପଡିଛନ୍ତି। ଧରାପଡିବା ପରେ ସଦାନନ୍ଦଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଏନେଇ ଅଧିକ ତଦନ୍ତ ଜାରି ରହିଛି। 

 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.