ପ୍ରମୁଖ ଖବର
  • ଡିସେମ୍ବର ୯ରେ ଡବ୍ଲ୍ୟୁପିଏଲ୍‌-୨ ଅକ୍ସନ୍: ନିଲାମ ତାଲିକାରେ ୧୬୫ ଖେଳାଳି, ଡଟିନ, ୱାଟ୍‌ ଓ ଆଟାପଟୁଙ୍କ ଉପରେ ନଜର
  • ||
  • ଭୁବନେଶ୍ୱର: ସୋମବାରଠାରୁ ସଂସଦର ଶୀତ ଅଧିବେଶନ: ବିଜେଡି ଉଠାଇବ ବିଧାନ ପରିଷଦ, ପିଏମ୍‌ଏୱାଇ ପ୍ରସଙ୍ଗ
  • ||
  • ନିଶ୍ଚିନ୍ତକୋଇଲି: ଦୁର୍ଦ୍ଦାନ୍ତ ଅପରାଧୀକୁ ପୋଲିସର ଏନକାଉଣ୍ଟର, ଅଭିଯୁକ୍ତ ନାଁରେ ରହିଛି ୫୩ଟି ମାମଲା
  • ||
  • ମଧ୍ୟପ୍ରଦେଶ ଟ୍ରେଣ୍ଡିଂରେ ବିଜେପିକୁ ବହୁମତ, ମୁଖ୍ୟମନ୍ତ୍ରୀ ଶିବରାଜଙ୍କୁ ଭେଟିବାକୁ ପହଞ୍ଚିଲେ ସିନ୍ଧିଆ
  • ||
  • ଭୁବନେଶ୍ୱର: ରାଜ୍ୟରେ ଉତ୍ପାତିଆ ଦନ୍ତା ହାତୀ ହେବେ ସାବାଡ୍‌, ଖୁବ୍‌ଶୀଘ୍ର ହାତୀଙ୍କ ‘ପାଠଶାଳା’ରେ ହେବ କୁମ୍‌କୀ ପ୍ରଶିକ୍ଷଣ ଟ୍ରେନିଂ
  • ||
  • ଭୁବନେଶ୍ୱର: ବାତ୍ୟା ‘ମିଗଜାଉମ୍’ର ରୂପ ନେଲା ଗଭୀର ଅବପାତ, ଓଡ଼ିଶାରେ ପ୍ରବଳ ବର୍ଷା ସହ ପବନ ଆଶଙ୍କା
  • ||
  • ଭୁବନେଶ୍ୱର: OAS ସ୍ତରରେ ଛୋଟ ଧରଣର ଅଦଳବଦଳ: ୧୧ ଓଏଏସ୍ ଅଧିକାରୀଙ୍କ ବଦଳି
  • ||
  • ଫୁଲବାଣୀ: ସାଙ୍ଗମାନଙ୍କ ସହ ଭଉଣୀକୁ ଗଣଦୁଷ୍କର୍ମ ମାମଲା: ହତ୍ୟା ଅଭିଯୋଗରେ ଭାଇ ସମେତ ୪ ଗିରଫ
  • ||
  • ଆଜି ପଞ୍ଚମ ଟି-ଟ୍ୱେଣ୍ଟି: ଚିନ୍ନାସ୍ୱାମୀରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ମୁକାବିଲା, ବଳକାଙ୍କୁ ମିଳିବ ସୁଯୋଗ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା: ବର୍ଷା ଧରି ଓଡ଼ିଶାରେ ପଶିବ, ଉଜାଡ଼ି ଦେବ ଅମଳ ମୁହାଁ ଫସଲ, ୧୩ ଜିଲ୍ଲାକୁ ବର୍ଷା ଆଲର୍ଟ
  • ||

ପାଣିରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ

ବନ୍ତଳା, ୦୭/୧୧ : ପାଣିରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ। ବନ୍ତଳା ଥାନା ବଡକେରା ପଞ୍ଚାୟତ ମତେଳିଆ ନାଳରେ ଥିବା ପ୍ରଜେକ୍ଟ ନିକଟରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବାର ଦେଖିବାକୁ ମିଳିଛି। ମୃତ ବ୍ୟକ୍ତିଙ୍କ ପରିଚୟ ମିଳିନଥିବା ବେଳେ ହାତଗୋଡ଼ ବନ୍ଧା ଅବସ୍ଥାରେ ଶବଟି ପାଣିରେ ଆସୁଥିବା ଦେଖିବାକୁ ମିଳିଛି। ଖବର ଲେଖିବା ସୁଦ୍ଧା ଘଟଣାସ୍ଥଳରେ ବନ୍ତଳା ପୋଲିସ ଟିମ୍ ପହଞ୍ଚି ନଥିବା ଜଣାପଡ଼ିଛି।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.