ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ତେଲକୋଇ ରେଞ୍ଜରେ ପୁଣି ଏକ ହାତୀର ମୃତ୍ୟୁ

ତେଲକୋଇ,୧୯/୧୧ : ତେଲକୋଇ ରେଞ୍ଜରେ ପୁଣି ଏକ ହାତୀର ମୃତଦେହ ଉଦ୍ଧାର । ଗତ ୧୧ତାରିଖରେ ଗୋଳାବନ୍ଧ ସେକ୍ସନରେ ଏକ ଦନ୍ତାହାତୀର ବିଦ୍ୟୁତ ଆଘାତରେ ମୃତ୍ୟୁ ଘଟିଥିବାବେଳେ ରବିବାର ବିମଳା ଫରେଷ୍ଟ ବିଟ ଆକୁଳ ଗାଁ ନିଳାପଶି ମୁଣ୍ଡାସାହି ନିକଟ ଧାନ ଜମି ପାଖରେ ଗୋଟିଏ ୧୦ବର୍ଷର ହାତୀର ମୃତ୍ୟୁ ଘଟିଛି । 

ପାରିପାର୍ଶ୍ବିକ ଅବସ୍ଥାରୁ ହାତୀପଲଙ୍କ ଭିତରେ ସଂର୍ଘଷ ଘଟି ହାତୀର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି । ତେଲକୋଇ ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁ ଘଟୁଥିଲେ ମଧ୍ୟ ବନବିଭାଗ ପକ୍ଷରୁ ହାତୀ ସୁରକ୍ଷା ନେଇ କୌଣସି ଠୋସ ପଦକ୍ଷେପ ଗ୍ରହଣ କରୁନଥିବା ଅଭିଯୋଗ କରିଛନ୍ତି ସ୍ଥାନୀୟ ଲୋକେ । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.