ପ୍ରମୂଖ ଖବର
  • ଗୁଗୁଲ୍-ମେଟାକୁ ଇଡ଼ି ନୋଟିସ୍‌, ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ସମନ୍‌
  • ||
  • ପୁରୀ: ବଳଙ୍ଗା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା, ନାବାଳିକାଙ୍କୁ ନିଆଁ ଲଗାଇ ପୋଡ଼ି ଦେଲେ ୩ ଦୃର୍ବୃତ୍ତ
  • ||
  • ଢେଙ୍କାନାଳ ଗଉଡ଼କାଟେଣିରେ ଟ୍ରକ୍-‌ହାୱାଇ ମୁହାଁମୁହିଁ ଧକ୍କା, ହାୱାଇ ଡ୍ରାଇଭର ଗୁରୁତର
  • ||
  • ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ
  • ||
  • ମାଲକାନଗିରି: ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ, AK-47, SRL ରାଇଫଲ୍ ସମେତ ବିପୁଳ ବିସ୍ଫୋରକ ଜବତ
  • ||
  • କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଏନ୍‌ଆଇଏ ମାମଲା ପାଇଁ ସ୍ୱତନ୍ତ୍ର କୋର୍ଟ ବନାଅ...
  • ||
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

କରେଗୁଟ୍ଟା ପାହାଡ଼ରେ ମାଓ ବିରୋଧୀ ଅପରେସନ, ୨୦ ରୁ ଉର୍ଦ୍ଧ୍ୱ ନକ୍ସଲ ନିପାତ

Published By : Harapriya Sethi | May 7, 2025 2:13 PM

ଭୁବନେଶ୍ୱର, ୦୭/୦୫: ଛତିଶଗଡ ତେଲେଙ୍ଗାନା ସୀମାନ୍ତ କରେଗୁଟ୍ଟା ପାହାଡ଼ରେ ଚାଲିଥିବା ଦେଶର ସବୁଠାରୁ ବଡ ମାଓ ବିରୋଧୀ ଅପରେସନରେ ସୁରକ୍ଷା ବାହିନୀକୁ ମିଳିଲା ବଡ଼ ସଫଳତା । ବୁଧବାର ସକାଳେ ଆରମ୍ଭ ହୋଇଥିବା ନକ୍ସଲ ଏନକାଉଣ୍ଟରରେ ବର୍ତ୍ତମାନ ସୁଦ୍ଧା ୨୦ ରୁ ୨୨ ନକ୍ସଲ ପନ୍ଥିଙ୍କୁ ନିପାତ କରିବାରେ ସଫଳ ହୋଇଛନ୍ତି ସୁରକ୍ଷା କର୍ମୀ । ଅପରେସନ୍ କାଗାର ଜାରି ରହିଥିବା ବେଳେ ନିହତ ନକ୍ସଲଙ୍କ ସଂଖ୍ୟା ବୃଦ୍ଧି ହୋଇପାରେ ବୋଲି ପୋଲିସ ସୂତ୍ରରୁ ଜଣାପଡିଛି । 

ଏହି ଅପରେସନ୍ ଉପରେ ଦିଲ୍ଲୀରୁ ନଜର ରଖିଛନ୍ତି ସିଆରପିଏଫ୍ ଡିଜି ଜ୍ଞାନେନ୍ଦ୍ର ପ୍ରତାପ ସିଂହ, ଛତିଶଗଡ ଏଡିଜି ନକ୍ସଲ ଅପ୍ସ ବିବେକାନନ୍ଦ ସିହ୍ନା, CRPF ଆଇଜି ରାକେଶ ଅଗ୍ରୱାଲ ଏବଂ ବସ୍ତର ଆଇଜିପି ସୁନ୍ଦରରାଜ । ସନ୍ଧ୍ୟା ସୁଦ୍ଧା ଏକ ଐତିହାସିକ ସଫଳତା ଆଡକୁ ଅଗ୍ରସର ହୋଇପାରେ ବୋଲି ଜଣାପଡିଛି  । ଡିଆରଜି କୋବ୍ରା ସିଆରପିଏଫ ଏସଟିଏଫ ର ଜବାନ ମାନେ ନକ୍ସଲ ମାନଙ୍କୁ ନିରନ୍ତର ଉଚିତ ଜବାବ ଦେଉଛନ୍ତି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.