ପ୍ରମୁଖ ଖବର
  • ଟାଙ୍ଗୀ: ୨୪ ଘଣ୍ଟା ପରେ ନିଖୋଜ ପ୍ରଫୁଲଙ୍କ ମୃତଦେହ କଲବଲିଆ ପୋଖରୀରୁ ଉଦ୍ଧାର| ହାତୀ ଆକ୍ରମଣରେ ମୃତ୍ୟୁ ଅଭିଯୋଗ
  • ||
  • କଟକ: ଆସିଲା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ରାୟ, ହାଇ ପାୱାର କମିଟି ଗଠନ ପାଇଁ ସରକାରଙ୍କୁ ନିର୍ଦ୍ଦେଶ
  • ||
  • ଭୁବନେଶ୍ୱର: ଆଗ ପଛ ହୋଇ ଆସୁଛି ଲଘୁଚାପ, ପହିଲାରୁ ସପ୍ତାହେ ବର୍ଷିବ
  • ||
  • ଗଞ୍ଜାମ: ପୂ୍ର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ, ୨୪ ଘଣ୍ଟାରେ ଗଡିଲା ଦୁଇ ମଣ୍ଡ
  • ||
  • ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ, ମାତିଛନ୍ତି ମୁଖା ପିନ୍ଧା ଲୁଟେରା
  • ||
  • ରାୟଗଡ଼ା: ଭିଜିଲାନ୍ସ ଜାଲରେ ପିଏଚଡି କାର୍ଯ୍ୟାଳୟ ଏଷ୍ଟିମେଟର, ଲାଞ୍ଚ ନେବା ବେଳେ ଧରା ପଡ଼ିଲେ
  • ||
  • ଆନନ୍ଦପୁର: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ
  • ||
  • ନୂଆଦିଲ୍ଲୀ: ପାକିସ୍ତାନରେ ବିସ୍ଫୋରଣ, ୧୩ ମୃତ, ୭୦ ଆହତ
  • ||
  • କାଲିମେଳା: ଓଲଟିଲା ପାଣି ପାଇପ୍ ବୋଝେଇ ଟ୍ରେଲର, ଡ୍ରାଇଭର୍ ଆହତ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ଅଷ୍ଟମ ସ୍ବର୍ଣ୍ଣ, ମହିଳା ୧୦ ମିଟର ଏୟାର ରାୟଫଲ ଟିମ୍ ଇଭେଣ୍ଟରେ ଗୋଲ୍ଡ ମେଡାଲ
  • ||
  • ପୁରୀ: ଆଜି ବଡ଼ଦେଉଳରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନୀତି
  • ||
  • ବିଶ୍ୱକପ୍‌ ପାଇଁ ଉତ୍ସବମୁଖର ଭାରତ: ଗୋଟିଏ ସପ୍ତାହ ଅପେକ୍ଷା, ଆଜିଠୁ ଅଭ୍ୟାସ ମ୍ୟାଚ୍
  • ||
  • କଟକ: ଚୌଧୁରୀବଜାରରେ ଭୟାବହ ଅଗ୍ନିକାଣ୍ଡ, ଲୁଗା ଦୋକାନରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି
  • ||
  • ଭୁବନେଶ୍ୱର:ଡେଙ୍ଗୁ ନେଲା ଆଉ ଏକ ମୁଣ୍ଡ, କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ସପ୍ତମ ସ୍ବର୍ଣ୍ଣ, ୫୦ ମିଟର ଏୟାର ରାଫଲ ଟିମ ଇଭେଣ୍ଟ ଗୋଲ୍ଡ ମେଡାଲ
  • ||
  • କାବେରୀ ନଦୀଜଳ ବିବାଦ: ତାମିଲନାଡୁକୁ ଅଧିକ ପାଣି ଛାଡିବା ନିଷ୍ପତ୍ତି ବିରୋଧ, ଆଜି କର୍ଣ୍ଣାଟକ ବନ୍ଦ
  • ||
  • ଭୁବନେଶ୍ୱର: ବିଶ୍ୱ ହୃତ୍‌ପିଣ୍ଡ ଦିବସ, ଏ ବର୍ଷର ଥିମ ‘ହୃତ୍‌ପିଣ୍ଡର ଉପଯୋଗ କର, ହୃତ୍‌ପିଣ୍ଡକୁ ଜାଣ ’
  • ||
  • ଯାଜପୁର: ଅଢ଼େଇ ବର୍ଷର ଝିଅ ସହ ବୈତରଣୀ ନଦୀକୁ ଡ଼େଇଁଲେ ବାପା, ୩୦ ଘଣ୍ଟା ପରେ ଉଦ୍ଧାର ଚନ୍ଦନଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ଶୁକ୍ରବାର ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ: ୧୩ରୁ ଫେରିଯିବ ମୌସୁମୀ
  • ||

ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ଚୟନ କାର୍ଯ୍ୟକ୍ରମ

ମାଲକାନଗିରି,୪/୯ : ସ୍ଥାନୀୟ ସଂସ୍କୃତି ଭବନଠାରେ ସୋମବାର ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ଜିଲ୍ଲାରେ ଖାଲି ପଡ଼ିଥିବା ସ୍ଥାନ ପୂରଣ ଲାଗି ଚୟନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ମାଲକାନଗିରି ଜିଲ୍ଲାର  ୬୭୨ଜଣ କଳାକାରଙ୍କୁ ଏହି ଯୋଜନାରେ ଆର୍ଥିକ ସହାୟତା ଯୋଗାଇ ଦେବା ଲାଗି ବ୍ୟବସ୍ଥା ରହିଛି। 

ସେଥିରୁ ୬୫୩ଜଣ କଳାକାର ଭତ୍ତା ପାଉଛନ୍ତି। ଏହି ଯୋଜନାରେ ଜିଲ୍ଲାରେ ବଳକା ଥିବା ୧୯ଟି ସ୍ଥାନ ପୂରଣ କରିବା ନିମନ୍ତେ ଏକ ଚୟନ କମିଟି କରାଯାଇ ଆଜି ବଳକା ତାଲିକାରେ ଥିବା କଳାକାରଙ୍କ ଦକ୍ଷତା ପରୀକ୍ଷା କରାଯାଇଛି। ଏହି ଚୟନ କମିଟିରେ  ଜିଲ୍ଲା ସଂସ୍କୃତି ଅଧିକାରୀ ପ୍ରମିଳା ମାଝୀ, ବିନାଶ ମିଶ୍ର, ଜ୍ଞାନଦେବ ସାହୁ ଏବଂ ବସନ୍ତ ଡାକୁଆ  ଦକ୍ଷତା ପରୀକ୍ଷା କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା କଳା ସଂସ୍କୃତି ସଂଘର ଉପସଭାପତି ଘେନୁ ମୁଦୁଲି,ପୂର୍ବତନ ସାହିତ୍ୟ ଏକାଡେମୀ ସଦସ୍ୟ ରତ୍ନାକର ଦାଶ, ହରେକୃଷ୍ଣ କିର୍ତ୍ତନୀଆ, ରଞ୍ଜନ ମହାନ୍ତି, ମାଲ୍ୟବନ୍ତ ଦେଶିଆ ନାଟଗୁରୁ ସାଂସ୍କୃତିକ ସଂଗଠନ ସଭାପତି ବରିଷ୍ଠ ନାଟଗୁରୁ ଅନାଦି କଡ଼ା, ନାଟଗୁରୁ ଧନ ଫୁଲଙ୍କ ସମେତ ଜିଲ୍ଲା ଓ ବ୍ଲକ୍ କଳା ସଂସ୍କୃତି ସଂଘର ସଦସ୍ୟ, ଜିଲ୍ଲା ସଂସ୍କୃତି ବିଭାଗର କର୍ମଚାରୀ ଓ କଳାକାର ଉପସ୍ଥିତ ଥିଲେ। 

Malkangiri

Copyright © 2022 - Summa Real Media Private Limited. All Rights Reserved.