ପ୍ରମୂଖ ଖବର
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୪: ଫ୍ଲୋରିଡାରେ ବନ୍ୟା, ୟୁଏସ୍‌ଏ-ଆୟର୍ଲାଣ୍ଡ୍‌ ମ୍ୟାଚ୍‌ ବାତିଲ ଆଶଙ୍କା
  • ||
  • ମଙ୍ଗଳବାର ଖୋଲିବ ସ୍କୁଲ: ପ୍ରଥମରୁ ଦିଆଯିବ ମଧ୍ୟାହ୍ନଭୋଜନ, ରୋଷେଇ ପୂର୍ବରୁ ସାମଗ୍ରୀ ଯାଞ୍ଚ କରିବାକୁ ନିର୍ଦ୍ଦେଶ
  • ||
  • ରଥଖଳା ହାଲ୍‌ଚାଲ୍‌...ପାଞ୍ଚ ଦେବ ଦମ୍ପତିଙ୍କୁ ଏକତ୍ର ପନ୍ତି ଅର୍ପଣ ସମ୍ପନ୍ନ, ଦଣ୍ଡାରେ ଲାଗିଲା ଆଗ-ପଛ ମୁହାଁଟ
  • ||
  • କୋଣାର୍କ ରାସ୍ତାରେ ଓଲଟିଲା ପିକଅପ୍ ଭ୍ୟାନ୍, ୨ ମୃତ ୧୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଅସ୍ଥାୟୀ ବାଚସ୍ପତି: ୧୮ ଓ ୧୯ରେ ବିଧାୟକଙ୍କ ଶପଥ ଉତ୍ସବ, ୨୦ରେ ବାଚସ୍ପତି ନିର୍ବାଚନ
  • ||
  • ଶୁକ୍ରବାର ଶ୍ରୀମନ୍ଦିର ନୀତି ସବ୍‌କମିଟି ଓ ଛତିଶା ନିଯୋଗ ବୈଠକ, ସ୍ନାନଯାତ୍ରା ନୀତି ନିର୍ଘଣ୍ଟକୁ ମିଳିବ ଅନୁମୋଦନ
  • ||
  • ରଜ ମଉଜକୁ ଫିକା କରିଦେବ ଗୁଳୁଗୁଳି, ଆସନ୍ତା ୨ ଦିନ ଯାଏ ତାତିରୁ ନାହିଁ ନିସ୍ତାର
  • ||

ଅବକାରୀ ଏଏସଆଇ ନିରଞ୍ଜନ ଖଟୁଆ ଚାକିରିରୁ ବହିଷ୍କୃତ

 ଭୁବନେଶ୍ବର, ୬।୧୧   କଟକ ଜିଲ୍ଲା ବାଙ୍କୀ ଅବକାରୀ ଏଏସଆଇ ନିରଞ୍ଜନ ଖଟୁଆ ଚାକିରିରୁ ବହିଷ୍କୃତ। ଲାଞ୍ଚ ନେବା ଅଭିଯୋଗରେ ଅବକାରୀ କମିଶନର ନରସିଂହ ଭୋଲ  ତାଙ୍କୁ ଚାକିରିରୁ ବରଖାସ୍ତ କରିଛନ୍ତି। 

ପୂର୍ବରୁ  ନିରଞ୍ଜନଙ୍କୁ  ତତ୍କାଳୀନ ଜିଲ୍ଲାପାଳ  ଚାକିରିରୁ ନିଲମ୍ବିତ କରିଥିଲେ।  ୨ ମାସ ତଳେ ନିରଞ୍ଜନଙ୍କ ବିରୋଧରେ ଲାଞ୍ଚ ନେବା ଅଭିଯୋଗ ହୋଇଥିଲା। ଏହାର ବିଭାଗୀୟ ତଦନ୍ତ ହେବା ପରେ କମିଶନର କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.