ପ୍ରମୁଖ ଖବର
  • ରାଜକୋଟ: ଶେଷ ଦିନିକିଆରେ ଅଷ୍ଟ୍ରେଲିଆ ବିଜୟୀ, ୨-୧ରେ ସିରିଜ୍‌ ଜିତିଲା ଭାରତ
  • ||
  • ନାରାୟଣପାଟଣା : କେସେଲା ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୩ମୃତ
  • ||
  • ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନ ନବୀକରଣ ମାମଲାର ସିବିଆଇ ତଦନ୍ତ ପାଇଁ ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶ
  • ||
  • ରାଜକୋଟ: ରନ୍‌ ବର୍ଷା କଲା ଅଷ୍ଟ୍ରେଲିଆ ଟିମ୍‌, ଭାରତ ଆଗରେ ୩୫୩ ରନ୍‌ର ବିଜୟ ଲକ୍ଷ୍ୟ
  • ||
  • ଇମ୍ଫାଲ୍: ମଣିପୁର ପୁଣି ଅଶାନ୍ତ, ରାଜ୍ୟର ୧୯ ଥାନାକୁ ଛାଡ଼ି ସବୁ ଅଶାନ୍ତ ଅଞ୍ଚଳ ଘୋଷଣା, ଇଣ୍ଟରନେଟ୍ ବନ୍ଦ
  • ||
  • ଇରାକ: ବିବାହ ଉତ୍ସବରେ ଭୟାବହ ଅଗ୍ନିକାଣ୍ଡ, ବର-କନ୍ୟାଙ୍କ ସମେତ ଜଳିଗଲେ ୧୦୦ ଲୋକ
  • ||
  • ଚନ୍ଦାହାଣ୍ଡି : ଘାଟିରେ ଓଲଟିଲା ସ୍କୁଲ୍ ବସ୍, ପିଇଟି ଶିକ୍ଷକ ମୃତ, ୨୦ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଆହତ
  • ||
  • ମାଲକାନଗିରି : ଅକ୍ଟୋବର ୨ରେ ମାଲକାନଗିରି ଯିବେ ମୁଖ୍ୟମନ୍ତ୍ରୀ, ଲକ୍ଷ୍ମୀ ବସ୍ ଯୋଜନାର କରିବେ ଶୁଭାରମ୍ଭ
  • ||

ଏସିଆ କପ: ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

କଲମ୍ବୋ,୨।୯: ଭାରତ ଓ ପାକିସ୍ତାନ  ଏସିଆ କପ ୨୦୨୩ର ସବୁ ଠାରୁ ବଡ଼ ମୁକାବିଲାରେ ହୋଇଛନ୍ତି ମୁହାଁମୁହିଁ । ଏହି ହାଇଭୋଲଟେଜ ମ୍ୟାଚ୍‌ରେ ଟିମ ଇଣ୍ଡିଆର ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି। ଟସ୍‌ ପୂର୍ବରୁ ହାଲୁକା ବର୍ଷା ହୋଇଥିଲେ ମଧ୍ୟ ରୋହିତ ବ୍ୟାଟିଂ କରିବାର ନିଷ୍ପତ୍ତି ନେଇଛନ୍ତି।

ଭାରତ –ପାକ୍ ଭିତରେ ଏହି ମୁକାବିଲାରେ ବର୍ଷା ବାଧକ ହେବ ବୋଲି ଆଶଙ୍କା ଥିଲା। ହେଲେ ନିର୍ଦ୍ଧାରିତ ସମୟରେ ମ୍ୟାଚ୍‌ ଆରମ୍ଭ ହୋଇଛି। ଭାରତ ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛି। ରୋହିତ ଶର୍ମା ଓ ଶୁଭମନ ଗିଲ୍‌ ଓପନିଂରେ ଆସିଛନ୍ତି। ସେଭଳି ପାକିସ୍ତାନ ପକ୍ଷରୁ ଶାହିନ ଆଫ୍ରିଦି ପ୍ରଥମ ଓଭର ବୋଲିଂ କରିଛନ୍ତି।  

Asia cup 2023

Copyright © 2022 - Summa Real Media Private Limited. All Rights Reserved.