ପ୍ରମୂଖ ଖବର
  • ରାଜ୍ୟ ବଜେଟ୍ ଉପସ୍ଥାପିତ, ଧାନ କ୍ବିଣ୍ଟାଲ ୩୧ ଶହ ଟଙ୍କା
  • ||
  • ୨୬ରେ ଅଲିମ୍ପିକ୍ସ ଉଦ୍‌ଘାଟନୀ ଉତ୍ସବ: ଅଷ୍ଟ୍ରେର୍ଲିଜ ପୋଲରୁ ଆରମ୍ଭ, ଆଇଫିଲ୍‌ ଟାୱାରରେ ଶେଷ
  • ||
  • ମୋହନ ସରକାରଙ୍କ ପ୍ରଥମ ବଜେଟ୍, ୨୦୨୪-୨୫ ପାଇଁ ଆସିବ ପୂର୍ଣ୍ଣାଙ୍ଗ ବଜେଟ୍ ଅପରାହ୍ନ ୫ଟା ଉପସ୍ଥାପନ
  • ||
  • ଆସନ୍ତା ୨୭ରେ ଲଘୁଚାପ, ୨୯ ଯାଏ ବର୍ଷା ସମ୍ଭାବନା: ଆଜି ତିନି ଜିଲ୍ଲାକୁ ଆଲର୍ଟ ଜାରି
  • ||

ଏସିଆ କପ: ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

କଲମ୍ବୋ,୨।୯: ଭାରତ ଓ ପାକିସ୍ତାନ  ଏସିଆ କପ ୨୦୨୩ର ସବୁ ଠାରୁ ବଡ଼ ମୁକାବିଲାରେ ହୋଇଛନ୍ତି ମୁହାଁମୁହିଁ । ଏହି ହାଇଭୋଲଟେଜ ମ୍ୟାଚ୍‌ରେ ଟିମ ଇଣ୍ଡିଆର ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି। ଟସ୍‌ ପୂର୍ବରୁ ହାଲୁକା ବର୍ଷା ହୋଇଥିଲେ ମଧ୍ୟ ରୋହିତ ବ୍ୟାଟିଂ କରିବାର ନିଷ୍ପତ୍ତି ନେଇଛନ୍ତି।

ଭାରତ –ପାକ୍ ଭିତରେ ଏହି ମୁକାବିଲାରେ ବର୍ଷା ବାଧକ ହେବ ବୋଲି ଆଶଙ୍କା ଥିଲା। ହେଲେ ନିର୍ଦ୍ଧାରିତ ସମୟରେ ମ୍ୟାଚ୍‌ ଆରମ୍ଭ ହୋଇଛି। ଭାରତ ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛି। ରୋହିତ ଶର୍ମା ଓ ଶୁଭମନ ଗିଲ୍‌ ଓପନିଂରେ ଆସିଛନ୍ତି। ସେଭଳି ପାକିସ୍ତାନ ପକ୍ଷରୁ ଶାହିନ ଆଫ୍ରିଦି ପ୍ରଥମ ଓଭର ବୋଲିଂ କରିଛନ୍ତି।  

  • Asia cup 2023
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.