ପ୍ରମୁଖ ଖବର
  • ଟାଙ୍ଗୀ: ୨୪ ଘଣ୍ଟା ପରେ ନିଖୋଜ ପ୍ରଫୁଲଙ୍କ ମୃତଦେହ କଲବଲିଆ ପୋଖରୀରୁ ଉଦ୍ଧାର| ହାତୀ ଆକ୍ରମଣରେ ମୃତ୍ୟୁ ଅଭିଯୋଗ
  • ||
  • କଟକ: ଆସିଲା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ରାୟ, ହାଇ ପାୱାର କମିଟି ଗଠନ ପାଇଁ ସରକାରଙ୍କୁ ନିର୍ଦ୍ଦେଶ
  • ||
  • ଭୁବନେଶ୍ୱର: ଆଗ ପଛ ହୋଇ ଆସୁଛି ଲଘୁଚାପ, ପହିଲାରୁ ସପ୍ତାହେ ବର୍ଷିବ
  • ||
  • ଗଞ୍ଜାମ: ପୂ୍ର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ, ୨୪ ଘଣ୍ଟାରେ ଗଡିଲା ଦୁଇ ମଣ୍ଡ
  • ||
  • ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ, ମାତିଛନ୍ତି ମୁଖା ପିନ୍ଧା ଲୁଟେରା
  • ||
  • ରାୟଗଡ଼ା: ଭିଜିଲାନ୍ସ ଜାଲରେ ପିଏଚଡି କାର୍ଯ୍ୟାଳୟ ଏଷ୍ଟିମେଟର, ଲାଞ୍ଚ ନେବା ବେଳେ ଧରା ପଡ଼ିଲେ
  • ||
  • ଆନନ୍ଦପୁର: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ
  • ||
  • ନୂଆଦିଲ୍ଲୀ: ପାକିସ୍ତାନରେ ବିସ୍ଫୋରଣ, ୧୩ ମୃତ, ୭୦ ଆହତ
  • ||
  • କାଲିମେଳା: ଓଲଟିଲା ପାଣି ପାଇପ୍ ବୋଝେଇ ଟ୍ରେଲର, ଡ୍ରାଇଭର୍ ଆହତ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ଅଷ୍ଟମ ସ୍ବର୍ଣ୍ଣ, ମହିଳା ୧୦ ମିଟର ଏୟାର ରାୟଫଲ ଟିମ୍ ଇଭେଣ୍ଟରେ ଗୋଲ୍ଡ ମେଡାଲ
  • ||
  • ପୁରୀ: ଆଜି ବଡ଼ଦେଉଳରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନୀତି
  • ||
  • ବିଶ୍ୱକପ୍‌ ପାଇଁ ଉତ୍ସବମୁଖର ଭାରତ: ଗୋଟିଏ ସପ୍ତାହ ଅପେକ୍ଷା, ଆଜିଠୁ ଅଭ୍ୟାସ ମ୍ୟାଚ୍
  • ||
  • କଟକ: ଚୌଧୁରୀବଜାରରେ ଭୟାବହ ଅଗ୍ନିକାଣ୍ଡ, ଲୁଗା ଦୋକାନରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି
  • ||
  • ଭୁବନେଶ୍ୱର:ଡେଙ୍ଗୁ ନେଲା ଆଉ ଏକ ମୁଣ୍ଡ, କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ସପ୍ତମ ସ୍ବର୍ଣ୍ଣ, ୫୦ ମିଟର ଏୟାର ରାଫଲ ଟିମ ଇଭେଣ୍ଟ ଗୋଲ୍ଡ ମେଡାଲ
  • ||
  • କାବେରୀ ନଦୀଜଳ ବିବାଦ: ତାମିଲନାଡୁକୁ ଅଧିକ ପାଣି ଛାଡିବା ନିଷ୍ପତ୍ତି ବିରୋଧ, ଆଜି କର୍ଣ୍ଣାଟକ ବନ୍ଦ
  • ||
  • ଭୁବନେଶ୍ୱର: ବିଶ୍ୱ ହୃତ୍‌ପିଣ୍ଡ ଦିବସ, ଏ ବର୍ଷର ଥିମ ‘ହୃତ୍‌ପିଣ୍ଡର ଉପଯୋଗ କର, ହୃତ୍‌ପିଣ୍ଡକୁ ଜାଣ ’
  • ||
  • ଯାଜପୁର: ଅଢ଼େଇ ବର୍ଷର ଝିଅ ସହ ବୈତରଣୀ ନଦୀକୁ ଡ଼େଇଁଲେ ବାପା, ୩୦ ଘଣ୍ଟା ପରେ ଉଦ୍ଧାର ଚନ୍ଦନଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ଶୁକ୍ରବାର ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ: ୧୩ରୁ ଫେରିଯିବ ମୌସୁମୀ
  • ||

World Cup 2023: ବିଶ୍ୱକପ୍ ପାଇଁ ବିସିସିଆଇ ବିକ୍ରି କରିବ ୪ ଲକ୍ଷ ଟିକେଟ୍, ଜାଣନ୍ତୁ କେବେଠୁ କିଣିବେ...

ମୁମ୍ବାଇ୦୬/୦୯: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଖୁସି ଖବର । ଆଗାମୀ ବିଶ୍ୱକପ୍ ପାଇଁ ବିସିସିଆଇ ୪ ଲକ୍ଷ ଟିକେଟ୍ ବିକ୍ରି କରିବ । ଆପଣ ଚାହିଁଲେ ଅନଲାଇନରେ ଟିକେଟ୍ ବୁକ୍ କରି ପାରିବେ । ଏନେଇ ବିସିସିଆଇ ସୂଚନା ଦେବା ସହ ଟିକେଟ୍ ଚାହିଦା ଥିବା ଦର୍ଶାଇଛି ।

ପାକିସ୍ତାନର ବ୍ୟାଟିଂ ବେଳେ ବନ୍ଦ ହୋଇଗଲା ଫ୍ଲଡଲାଇଟ୍, ପ୍ରାୟ ଅଧଘଣ୍ଟା ବନ୍ଦ ରହିଲା ଖେଳ

ବିସିସିଆଇ କହିଛି, ଚାହିଦାକୁ ଦେଖି ଟିକେଟ୍ ସଂଖ୍ୟା ବଢ଼ାଇବା ଲାଗି ନିଷ୍ପତ୍ତି ନିଆଯାଇଛି । ଆଗାମୀ ପର୍ଯ୍ୟାୟରେ ପ୍ରାୟ ୪ ଲକ୍ଷ ଟିକେଟ୍ ବିକ୍ରି କରାଯିବ । ଏଥିପାଇଁ ସେପ୍ଟେମ୍ବର ୮ ତାରିଖରୁ ଆରମ୍ଭ ହେବ ଅନଲାଇନ୍ ଟିକେଟ୍ ବୁକିଂ ।




https://tickets.cricketworldcup.com ୱେବସାଇଟକୁ ଯାଇ କ୍ରିକେଟ ପ୍ରେମୀ ଟିକେଟ୍ ବୁକ୍ କରି ପାରିବେ । ସେପ୍ଟେମ୍ବର ୮ ରାତି ୮ଟାରୁ ଆରମ୍ଭ ହେବ ଟିକେଟ୍ ବୁକିଂ । ଏହା ହେବ ଦ୍ୱିତୀୟ ପର୍ଯ୍ୟାୟ ଟିକେଟ୍ ବୁକିଂ । ତୃତୀୟ ପର୍ଯ୍ୟାୟ ବୁକିଂ ହେଲେ ବିସିସିଆଇ ଆଗୁଆ ସୂଚନା ଦେବ । 

ଏସିଆ କପ୍-୨୦୨୩: ସୁପର-୪ର ପ୍ରଥମ ମ୍ୟାଚ୍ ଜିତିଲା ପାକିସ୍ତାନ

ସୂଚନାଯୋଗ୍ୟ ଅକ୍ଟୋବର ୫ ତାରିଖରୁ ଆରମ୍ଭ ହେବ ଆଇସିସି ପୁରୁଷ କ୍ରିକେଟ ବିଶ୍ୱକପ୍ । ଭାରତୀୟ କ୍ରିକେଟ୍ ଦଳ ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚରୁ ବିଶ୍ୱକପ୍ ଅଭିଯାନ ଆରମ୍ଭ କରିବ । ଅକ୍ଟୋବର ୮ରେ ଚେନ୍ନାଇରେ ଅଷ୍ଟ୍ରେଲିଆକୁ ଭେଟିବ ଭାରତ । ଅହମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ନଭେମ୍ବର ୧୯ରେ ଖେଳାଯିବ ବିଶ୍ୱକପର ଫାଇନାଲ୍ ମ୍ୟାଚ୍ । 

World cup
cricket
BCCI

Copyright © 2022 - Summa Real Media Private Limited. All Rights Reserved.