ପ୍ରମୁଖ ଖବର
  • ପ୍ରକାଶ ପାଇଲା ୟୁପିଏସ୍‌ସି ରେଜଲ୍ଟ, ୧୮୦ ଆଇଏଏସ୍., ୨୦୦ ଏଇପିଏସ୍‌, ୩୭ ଆଇଏଫଏସ କୃତ୍ତକାର୍ଯ୍ୟ
  • ||
  • କେନ୍ଦୁଝର ଅଦାଲତ ସଂଲଗ୍ନ ଔଷଧ ଦୋକାନରେ ପଶିଲା ବାରାହା
  • ||
  • ଆକାଶରୁ ନିଆଁ ବର୍ଷା, ଦିନ ସାଢ଼େ ୧୧ଟା ସୁଦ୍ଧା ସବୁ ଉତ୍ତପ୍ତ ସହର ପାଲଟିଲା ବାଲେଶ୍ୱର
  • ||
  • ବାରିପଦା: ପୋଖରୀ ରେ ଗାଧୋଉଥିବା ବେଳେ ଦୁଇ ଭଉଣୀଙ୍କ ମୃତ୍ୟୁ
  • ||
  • ଆସିଲା ବିଜେପି ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ୨୧ ବିଧାନସଭା ପ୍ରାର୍ଥୀଙ୍କ ନା ଘୋଷଣା, ୧୪ ଆସନ ପାଇଁ ଛାଣ୍ଡିନି ଅଙ୍କ
  • ||
  • ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କ ତଥ୍ୟ ସଂଶୋଧନ, ଶେଷ ସୁଯୋଗ ଆଜି
  • ||
  • ମଙ୍ଗଳବାର ରଥଯାତ୍ରା ଦ୍ୱିତୀୟ ପ୍ରସ୍ତୁତି ବୈଠକ: ଗୋଟିଏ ଦିନରେ ନବଯୌବନ ଦର୍ଶନ, ନେତ୍ରଉତ୍ସବ ଓ ଶ୍ରୀଗୁଣ୍ଡିଚା ଚାଲେଞ୍ଜ ହେବ
  • ||
  • IPL 2024: ଇଡେନ୍‌ରେ କୋଲକାତା-ରାଜସ୍ଥାନ ମୁକାବିଲା, ଶୀର୍ଷ ସ୍ଥାନ ପାଇଁ ହେବ ଲଢ଼େଇ
  • ||
  • ପବିତ୍ର ଅଶୋକାଷ୍ଟମୀ: ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ର, ମଧ୍ୟାହ୍ନ ସାଢ଼େ ୧୨ଟାରେ ପହଣ୍ଡି, ସାଢ଼େ ୩ଟାରେ ରଥ ଟଣା
  • ||
  • ଆଗକୁ ଭୟାନକ ଅଗ୍ନି ବର୍ଷା, ୪୫ ଛୁଇଁବ ତାପମାତ୍ରା: ସପ୍ତାହ ଯାଏ କମିବନି ତାତି
  • ||

ବିଜେପି ସିଇସିର ପ୍ରଥମ ବୈଠକ: ଆଜି ୧୨୦ ପ୍ରାର୍ଥୀଙ୍କ ତାଲିକା ଜାରି କରିପାରେ ଦଳ

ନୂଆଦିଲ୍ଲୀ,୨୯/୦୨: ୨୦୨୪ ଲୋକସଭା ନିର୍ବାଚନ ପରିପ୍ରେକ୍ଷୀରେ ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି  (ସିଇସି)ର ପ୍ରଥମ ବୈଠକ ନୂଆଦିଲ୍ଲୀରେ ଗୁରୁବାର ଅନୁଷ୍ଠିତ ହେବାକୁ ଯାଉଛି । ବିଜେପି ଅଧ୍ୟକ୍ଷ ଜେ ପି ନଡ୍ଡାଙ୍କ  ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦି, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବଂ ପ୍ରତିରକ୍ଷା  ମନ୍ତ୍ରୀ ରାଜନାଥ ସିଂହ ଯୋଗଦେବେ । ସୂତ୍ର ମୁତାବକ ଏହି ବୈଠକରେ ଲୋକସଭା ନିର୍ବାଚନ ପାଇଁ ୧୦୦ରୁ ୧୨୦  ଆସନରେ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇପାରେ । ଏହାଛଡ଼ା  ଉକ୍ତ ବୈଠକରେ ୨୦୧୪ ଓ ୨୦୧୯ରେ ଦଳ ହାରଥିବା  ଲୋକସଭା ଆସନକୁ ନେଇ ମଧ୍ୟ ଚର୍ଚ୍ଚା ହୋଇପାରେ ।

  • prameyanews
  • PrameyaOdia
  • prameya
  • General Election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.