ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ବିଜେପି ସିଇସିର ପ୍ରଥମ ବୈଠକ: ଆଜି ୧୨୦ ପ୍ରାର୍ଥୀଙ୍କ ତାଲିକା ଜାରି କରିପାରେ ଦଳ

ନୂଆଦିଲ୍ଲୀ,୨୯/୦୨: ୨୦୨୪ ଲୋକସଭା ନିର୍ବାଚନ ପରିପ୍ରେକ୍ଷୀରେ ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି  (ସିଇସି)ର ପ୍ରଥମ ବୈଠକ ନୂଆଦିଲ୍ଲୀରେ ଗୁରୁବାର ଅନୁଷ୍ଠିତ ହେବାକୁ ଯାଉଛି । ବିଜେପି ଅଧ୍ୟକ୍ଷ ଜେ ପି ନଡ୍ଡାଙ୍କ  ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦି, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବଂ ପ୍ରତିରକ୍ଷା  ମନ୍ତ୍ରୀ ରାଜନାଥ ସିଂହ ଯୋଗଦେବେ । ସୂତ୍ର ମୁତାବକ ଏହି ବୈଠକରେ ଲୋକସଭା ନିର୍ବାଚନ ପାଇଁ ୧୦୦ରୁ ୧୨୦  ଆସନରେ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇପାରେ । ଏହାଛଡ଼ା  ଉକ୍ତ ବୈଠକରେ ୨୦୧୪ ଓ ୨୦୧୯ରେ ଦଳ ହାରଥିବା  ଲୋକସଭା ଆସନକୁ ନେଇ ମଧ୍ୟ ଚର୍ଚ୍ଚା ହୋଇପାରେ ।

  • prameyanews
  • PrameyaOdia
  • prameya
  • General Election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.