ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଧାନମଣ୍ଡି ଅବ୍ୟବସ୍ଥା ପ୍ରତିବାଦରେ ବିଜେପିର ବିକ୍ଷୋଭ

ନୀଳଗିରି, ୨୯/୧୧: ବାଲେଶ୍ଵର ଜିଲ୍ଲା ନୀଳଗିରି ଉପଜିଲ୍ଲାପାଳ ଅଫିସ ଆଗରେ ୪ ଦଫା ଦାବିନେଇ ବିଜେପି କୃଷକ ମୋର୍ଚ୍ଚା ତରଫରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଧାନ ମଣ୍ଡି ଖୋଲିବାରେ ବିଳମ୍ବ ହେବା ସହ କଟନୀ ଛଟନୀ ବନ୍ଦ କରିବା, ଧାନମଣ୍ଡିରେ ମିଲରମାନଙ୍କ ପ୍ରାଦୁର୍ଭାବ ବନ୍ଦ କରିବା ସହ ରାଜ୍ୟରେ ଶୀତଳ ଭଣ୍ଡାର ଖୋଲିବା ଦାବିନେଇ ଆଜି ନୀଳଗିରି କୃଷକ ମୋର୍ଚ୍ଚା ତରଫରୁ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ସ୍ଥାନୀୟ ବିଧାୟକ ସୁକାନ୍ତ କୁମାର ନାୟକ ଯୋଗଦେବା ସହ ରାଜ୍ୟ କୃଷକ ମୋର୍ଚ୍ଚାର କାର୍ଯ୍ୟକାରିଣୀ ସଦସ୍ୟ, ବିଜେପି କର୍ମୀ, ଓ ଚାଷୀମାନେ ସାମିଲ ହୋଇଥିଲେ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.