ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ସାଲାଇନ ନଦେବାରୁ ଫାର୍ମାସିଷ୍ଟଙ୍କୁ ନିସ୍ତୁକ ମାଡ଼, ଜଣେ ଅଟକ

ଭଦ୍ରକ, ୦୪/୦୩ : ଘରକୁ ସାଲାଇନ ନେବା ପାଇଁ ମାଗିଲେ। ନ ଦେବାରୁ ଫାର୍ମାସିଷ୍ଟଙ୍କୁ ନିସ୍ତୁକ ମାଡ଼ ମାରିଲେ ଯୁବକ। ଭଦ୍ରକ ଜିଲ୍ଲା ଆଗରପଡା ଥାନା ଅଧିନ ଆଗରପଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଘଟିଛି ଏଭଳି ଘଟଣା ।  

ସୂଚନା ଅନୁଯାୟୀ, ଆଗରପଡା ଥାନା ଅଧିନ ବିଟିପୁର ଗାଁର ଦୁଇ ଜଣ ଯୁବକ ମେଡିକାଲକୁ ଆସିଥିଲେ । ଫାର୍ମାସିଷ୍ଟ ମହେଶ୍ଵର ଦାସ ରୋଗୀ ଦେଖୁଥିବା ବେଳେ ଯୁବକମାନେ ସାଲାଇନ ମାଗିଥିଲେ । ସାଲାଇନ ଘରକୁ ନେବା ପାଇଁ ମାଗିବାରୁ ଫାର୍ମାସିଷ୍ଟ ସାଲାଇନ ଦେବାକୁ ମନା କରିଥିଲେ । ପରେ ଦୁଇ ଯୁବକ ତାଙ୍କ ଉପରକୁ ଅତର୍କିତ ଆକ୍ରମଣ କରିଥିଲେ । ଘଟଣାକୁ ନେଇ ଆଗରପଡା ଥାନାରେ ଏତଲା ଦିଆଯାଇଛି । ପୋଲିସ ଜଣକୁ ଅଟକ ରଖିଥିବା ସୂଚନା ମିଳିଛି ।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.