ପ୍ରମୁଖ ଖବର
  • ରାଜକୋଟ: ଶେଷ ଦିନିକିଆରେ ଅଷ୍ଟ୍ରେଲିଆ ବିଜୟୀ, ୨-୧ରେ ସିରିଜ୍‌ ଜିତିଲା ଭାରତ
  • ||
  • ନାରାୟଣପାଟଣା : କେସେଲା ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୩ମୃତ
  • ||
  • ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନ ନବୀକରଣ ମାମଲାର ସିବିଆଇ ତଦନ୍ତ ପାଇଁ ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶ
  • ||
  • ରାଜକୋଟ: ରନ୍‌ ବର୍ଷା କଲା ଅଷ୍ଟ୍ରେଲିଆ ଟିମ୍‌, ଭାରତ ଆଗରେ ୩୫୩ ରନ୍‌ର ବିଜୟ ଲକ୍ଷ୍ୟ
  • ||
  • ଇମ୍ଫାଲ୍: ମଣିପୁର ପୁଣି ଅଶାନ୍ତ, ରାଜ୍ୟର ୧୯ ଥାନାକୁ ଛାଡ଼ି ସବୁ ଅଶାନ୍ତ ଅଞ୍ଚଳ ଘୋଷଣା, ଇଣ୍ଟରନେଟ୍ ବନ୍ଦ
  • ||
  • ଇରାକ: ବିବାହ ଉତ୍ସବରେ ଭୟାବହ ଅଗ୍ନିକାଣ୍ଡ, ବର-କନ୍ୟାଙ୍କ ସମେତ ଜଳିଗଲେ ୧୦୦ ଲୋକ
  • ||
  • ଚନ୍ଦାହାଣ୍ଡି : ଘାଟିରେ ଓଲଟିଲା ସ୍କୁଲ୍ ବସ୍, ପିଇଟି ଶିକ୍ଷକ ମୃତ, ୨୦ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଆହତ
  • ||
  • ମାଲକାନଗିରି : ଅକ୍ଟୋବର ୨ରେ ମାଲକାନଗିରି ଯିବେ ମୁଖ୍ୟମନ୍ତ୍ରୀ, ଲକ୍ଷ୍ମୀ ବସ୍ ଯୋଜନାର କରିବେ ଶୁଭାରମ୍ଭ
  • ||

ଚୋରା ଚାଲାଣ ବେଳେ ଭୁବନେଶ୍ବର ରେଳ ଷ୍ଟେସନରୁ ଗୋ ମାଂସ ଜବତ, ଜଣେ ଅଟକ

ଭୁବନେଶ୍ଵର, ୦୪/୦୯ : ଚୋରା ଚାଲାଣ ବେଳେ ଭୁବନେଶ୍ବର ରେଳ ଷ୍ଟେସନରୁ ଗୋ ମାଂସ ଜବତ। ଗୋ ମାଂସ ଗୁଡ଼ିକୁ ପାର୍ସଲ କରାଯାଇ ସିକନ୍ଦରାବାଦକୁ ଚାଲାଣ କରାଯାଉଥିଲା। ପାର୍ସଲ ଗୁଡିକରେ ରେଳ ବିଭାଗର ଷ୍ଟାମ୍ପ ମଧ୍ୟ ବାଜି ସରିଥିଲା। ଅପେକ୍ଷା ରହିଥିଲା ଟ୍ରେନକୁ। ହେଲେ ସୋମବାର ଭୋର ସମୟରେ ରାଷ୍ଟ୍ରୀୟ ଗୋ ସେବକମାନେ ପହଂଚି ଜିଆରପି ପୋଲିସକୁ ଖବର ଦେଇଥିଲେ। ଜିଆରପି  ଘଟଣା ସ୍ଥଳରେ ପହଞ୍ଚି ପାର୍ସଲ ପ୍ୟାକେଟ ଗୁଡିକୁ ଜବତ କରି ଜଣଙ୍କୁ ଅଟକ ରଖିଛି।

PrameyaOdia
prameyanews
prameya

Copyright © 2022 - Summa Real Media Private Limited. All Rights Reserved.