ପ୍ରମୁଖ ଖବର
  • ଧର୍ମଗଡ଼ : ଏସଡିଓଙ୍କ ସନ୍ଦେହଜନକ ମୃତ୍ୟୁ, ସରକାରୀ କ୍ଵାର୍ଟର୍ସରୁ ମିଳିଲା ମୃତଦେହ
  • ||
  • ଭୁବନେଶ୍ଵର : ୧୪ରେ ବିଜେଡି କାର୍ଯ୍ୟକାରିଣୀ ବୈଠକ, ପ୍ରସ୍ତୁତ ହେବ ଆଗାମୀ ରାଜନୈତିକ ଖସଡ଼ା
  • ||
  • ବାଙ୍କୀ : ମହାନଦୀକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ, ଉଦ୍ଧାର କଲେ ଅଗ୍ନିଶମ ବାହିନୀ
  • ||
  • ଅନୁଗୁଳ: ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ୍‌ର ଭିଡିଓ କନ୍‌ଫରେନ୍‌ସିଂରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ନୂଆଦିଲ୍ଲୀ: ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ଲୋଗୋ ଉନ୍ମୋଚିତ କଲା ଆଇସିସି, ଆମେରିକା ଓ ୱେଷ୍ଟ ଇଣ୍ଡିଜ ମିଳିତ ଭାବେ କରିବେ ଆୟୋଜନ
  • ||
  • ଭୁବନେଶ୍ୱର: ୧୯ ପ୍ରକଳ୍ପକୁ ସିଙ୍ଗିଲ୍‌ ୱିଣ୍ଡୋ ମଞ୍ଜୁରି କଲେ ରାଜ୍ୟ ସରକାର: ୪୮୦୦ କୋଟି ନିବେଶ, ୧୭୫୫୩ ନିଯୁକ୍ତି ସମ୍ଭାବନା
  • ||
  • ଭୁବନେଶ୍ୱର: ବର୍ଷା ପରେ ବଦଳିଲା ପାଗର ମିଜାଜ: ୩ରୁ ୫ ଡିଗ୍ରୀ ଯାଏଁ ତଳକୁ ଖସିବ ରାତିର ପାରଦ,୧୦ରୁ ବଢିବ ଶୀତ
  • ||

ବାହାନଗା ଟ୍ରେନ୍‌ ଟ୍ରାଜେଡି: ଆହତଙ୍କ ଚିକିତ୍ସା ବାବଦକୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡ୍‌ରୁ ୬୬.୯୦ ଲକ୍ଷ ମଞ୍ଜୁର

ଭୁବନେଶ୍ୱର ୦୬/୧୧: ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା କରମଣ୍ଡଳ ଟ୍ରେନ୍‌ ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ବାବଦକୁ ୬୬ ଲକ୍ଷ ୯୦ ହଜାର ୨୨୮ ଟଙ୍କା ରାଜ୍ୟ ସରକାର ମଞ୍ଜୁର କରିଛନ୍ତି ।  ସ୍ୱାସ୍ଥ୍ୟ ବିଭାଗ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡରୁ ଏହି ଟଙ୍କା ମଞ୍ଜୁର ହୋଇଛି । ଦୁର୍ଘଟଣା ସମୟରେ  ଏନ୍‌ଏଚ୍‌ଏମ୍‌, ଷ୍ଟେଟ୍‌ ହେଲ୍‌ଥ ଆସ୍ୟୁରାନ୍ସ ସୋସାଇଟି, ଓଡ଼ିଶା ଷ୍ଟେଟ୍‌ ମେଡିକାଲ କର୍ପୋରେସନ୍‌,  ବାଲେଶ୍ୱର ଓ ଭଦ୍ରକ ସିଡିଏମ୍‌ଓ ଅର୍ଥ ଖର୍ଚ୍ଚ କରିଛନ୍ତି । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏନ୍‌ଏଚ୍‌ଏମ୍‌ ଏମ୍‌ଡି,  ସାସ ସିଇଓ, ଓଏସ୍‌ଏମ୍‌ସିଏଲ, ବାଲେଶ୍ୱର ଓ ଭଦ୍ରକ ସିଡିଏମ୍‌ଙ୍କୁ ଏନେଇ ଚିଠି ଲେଖି ଜଣାଇଥିଲେ ।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.