ପ୍ରମୁଖ ଖବର
  • ଟାଙ୍ଗୀ: ୨୪ ଘଣ୍ଟା ପରେ ନିଖୋଜ ପ୍ରଫୁଲଙ୍କ ମୃତଦେହ କଲବଲିଆ ପୋଖରୀରୁ ଉଦ୍ଧାର| ହାତୀ ଆକ୍ରମଣରେ ମୃତ୍ୟୁ ଅଭିଯୋଗ
  • ||
  • କଟକ: ଆସିଲା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ରାୟ, ହାଇ ପାୱାର କମିଟି ଗଠନ ପାଇଁ ସରକାରଙ୍କୁ ନିର୍ଦ୍ଦେଶ
  • ||
  • ଭୁବନେଶ୍ୱର: ଆଗ ପଛ ହୋଇ ଆସୁଛି ଲଘୁଚାପ, ପହିଲାରୁ ସପ୍ତାହେ ବର୍ଷିବ
  • ||
  • ଗଞ୍ଜାମ: ପୂ୍ର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ, ୨୪ ଘଣ୍ଟାରେ ଗଡିଲା ଦୁଇ ମଣ୍ଡ
  • ||
  • ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ, ମାତିଛନ୍ତି ମୁଖା ପିନ୍ଧା ଲୁଟେରା
  • ||
  • ରାୟଗଡ଼ା: ଭିଜିଲାନ୍ସ ଜାଲରେ ପିଏଚଡି କାର୍ଯ୍ୟାଳୟ ଏଷ୍ଟିମେଟର, ଲାଞ୍ଚ ନେବା ବେଳେ ଧରା ପଡ଼ିଲେ
  • ||
  • ଆନନ୍ଦପୁର: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ
  • ||
  • ନୂଆଦିଲ୍ଲୀ: ପାକିସ୍ତାନରେ ବିସ୍ଫୋରଣ, ୧୩ ମୃତ, ୭୦ ଆହତ
  • ||
  • କାଲିମେଳା: ଓଲଟିଲା ପାଣି ପାଇପ୍ ବୋଝେଇ ଟ୍ରେଲର, ଡ୍ରାଇଭର୍ ଆହତ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ଅଷ୍ଟମ ସ୍ବର୍ଣ୍ଣ, ମହିଳା ୧୦ ମିଟର ଏୟାର ରାୟଫଲ ଟିମ୍ ଇଭେଣ୍ଟରେ ଗୋଲ୍ଡ ମେଡାଲ
  • ||
  • ପୁରୀ: ଆଜି ବଡ଼ଦେଉଳରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନୀତି
  • ||
  • ବିଶ୍ୱକପ୍‌ ପାଇଁ ଉତ୍ସବମୁଖର ଭାରତ: ଗୋଟିଏ ସପ୍ତାହ ଅପେକ୍ଷା, ଆଜିଠୁ ଅଭ୍ୟାସ ମ୍ୟାଚ୍
  • ||
  • କଟକ: ଚୌଧୁରୀବଜାରରେ ଭୟାବହ ଅଗ୍ନିକାଣ୍ଡ, ଲୁଗା ଦୋକାନରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି
  • ||
  • ଭୁବନେଶ୍ୱର:ଡେଙ୍ଗୁ ନେଲା ଆଉ ଏକ ମୁଣ୍ଡ, କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ସପ୍ତମ ସ୍ବର୍ଣ୍ଣ, ୫୦ ମିଟର ଏୟାର ରାଫଲ ଟିମ ଇଭେଣ୍ଟ ଗୋଲ୍ଡ ମେଡାଲ
  • ||
  • କାବେରୀ ନଦୀଜଳ ବିବାଦ: ତାମିଲନାଡୁକୁ ଅଧିକ ପାଣି ଛାଡିବା ନିଷ୍ପତ୍ତି ବିରୋଧ, ଆଜି କର୍ଣ୍ଣାଟକ ବନ୍ଦ
  • ||
  • ଭୁବନେଶ୍ୱର: ବିଶ୍ୱ ହୃତ୍‌ପିଣ୍ଡ ଦିବସ, ଏ ବର୍ଷର ଥିମ ‘ହୃତ୍‌ପିଣ୍ଡର ଉପଯୋଗ କର, ହୃତ୍‌ପିଣ୍ଡକୁ ଜାଣ ’
  • ||
  • ଯାଜପୁର: ଅଢ଼େଇ ବର୍ଷର ଝିଅ ସହ ବୈତରଣୀ ନଦୀକୁ ଡ଼େଇଁଲେ ବାପା, ୩୦ ଘଣ୍ଟା ପରେ ଉଦ୍ଧାର ଚନ୍ଦନଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ଶୁକ୍ରବାର ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ: ୧୩ରୁ ଫେରିଯିବ ମୌସୁମୀ
  • ||

ବର୍ଷା ବିତ୍ପାତ, ତେନ୍ତୁଳି ଗଛ ତଳେ ଚାପି ହେଇଗଲେ ବାଇକ୍ ଆରୋହୀ

ମ.ରାମପୁର, ୧୪/୦୯: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ମ.ରାମପୁର ଥାନା ରିଶିଡ଼ା ପୂର୍ତ୍ତ ବିଭାଗ ରାସ୍ତାର ପାଜିବାହାଲି ରାସ୍ତାରେ ଜଣେ ବାଇକ୍ ଆରୋହୀ ଗଛରେ ଚାପି ହୋଇ ଯାଇଛନ୍ତି । ଏକ ବିରାଟକାୟ ତେନ୍ତୁଳି ଗଛ ତଳେ ଚାପି ହୋଇ ରହିଯାଇଥିଲେ ଜଣେ ବାଇକ୍ ଆରୋହୀ ।

ଆନ୍ଦୋଳନରତ ଶିକ୍ଷକଙ୍କୁ ନାଲି ଆଖି ଦେଖାଇଲେ ସରକାର, କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ

ଅନ୍ୟ ପଥଚାରୀ ଏହା ଦେଖିବା ପରେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ବାଇକ୍ ଆରୋହୀଙ୍କୁ ଗଛ ତଳୁ ଉଦ୍ଧାର କରାଯାଇଛି। ଯୁବକ ଜଣକ କେଶବ ସାହୁ ହୋଇଥିବା ବେଳେ ଘର କର୍ଲାମୁଣ୍ଡା ବ୍ଲକ୍ ଗଜବାହାଲ ଗାଁରେ ବୋଲି ଜଣାପଡ଼ିଛି ।

କେଶବଙ୍କୁ ମ.ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରା ଯାଇଛି । ସେ ଏକ ଲାଲ୍ ରଙ୍ଗର ବାଇକ୍ ନେଇ କୌଣସି କାମରେ ଯାଉଥିବା ବେଳେ ରାସ୍ତାରେ ଥିବା ଗଛ ତାଙ୍କ ଉପରେ ମାଡ଼ି ବସିଥିଲା । ଉକ୍ତ ରାସ୍ତାରେ ଏଭଳି ଅନେକ ପୂରାତନ ତଥା ବିପଦପୂର୍ଣ୍ଣ ଗଛ ରହିଛି । ସେ ସବୁକୁ ଯଥା ଶୀଘ୍ର ଚିହ୍ନଟ କରି କାଟି ଦେବାକୁ ବିଭିନ୍ନ ମହଲରେ ଦାବି ହେଉଛି ।

୩୦ ସ୍କୁଲ୍ ଛୁଆଙ୍କୁ ନଦୀ ପାର୍ କଲା ବେଳେ ବୁଡ଼ିଗଲା ଡଙ୍ଗା; ୨୦ ଉଦ୍ଧାର, ୧୦ ନିଖୋଜ

kalahandi

Copyright © 2022 - Summa Real Media Private Limited. All Rights Reserved.