ପ୍ରମୁଖ ଖବର
  • କଂଗ୍ରେସ ସ୍କ୍ରିନିଂ କମିଟି ବୈଠକ, ୧୫ ସୁଦ୍ଧା ଘୋଷେଣା ହେବ ପ୍ରାର୍ଥୀ ତାଲିକା
  • ||
  • କ୍ୟାପିଟାଲ ହସ୍ପିଟାଲରେ ମହିଳାଙ୍କୁ ଦୁର୍ବ୍ୟବହାର, ଧାରଣାରେ ବସିଲେ ସିକ୍କ୍ୟୁରିଟ୍ ଓ ସଫୋଇ କର୍ମୀ
  • ||
  • ବିଜେଡି ଛାଡିଲେ ପୂର୍ବତନ ରାଜ୍ୟ ଯୁବ ଉପସଭାପତି ରାକେଶ ନାୟକ
  • ||
  • ଆଜି ଆସିବ ବିଜେପି ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଘୋଷଣା ହୋଇପାରେ ୨୫ ପ୍ରାର୍ଥୀଙ୍କ ନା
  • ||
  • ରୋଷେୟାକୁ ହାଣିଲା ହୋଟେଲ ମାଲିକ, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବକାରୀ ବିଭାଗ ହାଜତରେ ଥାର୍ଡ ଡିଗ୍ରୀ ! ମଦ ବ୍ୟବସାୟୀ ଗୁରୁତର, ହତ୍ୟା ଉଦ୍ୟମ ଅଭିଯୋଗ
  • ||
  • ବେଲଗାମ ବୟାନ ଉପରେ ଲାଗିବ ଅଙ୍କୁଶ, ନିର୍ବାଚନ କମିଶନ ଆଣିବେ ନୂଆ ମାର୍ଗଦର୍ଶିକା
  • ||
  • ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର ଇସ୍ରାଏଲ, ଇରାନକୁ ଯାତ୍ରା ବାରଣ
  • ||
  • ୭୭ବର୍ଷରେ ପାଦ ଦେଲା ସ୍ୱପ୍ନର ସହର ଭୁବନେଶ୍ୱର, ୧୯୪୮ ମସିହାରେ ହୋଇଥିଲା ଗଠନ
  • ||
  • IPL 2024: ପଞ୍ଜାବ କିଙ୍ଗ୍‌ସ- ରାଜସ୍ଥାନ ରୟାଲ୍ସ ମୁକାବିଲା, ମୁଲନପୁରରେ ହେବ ପେସ୍‌ ଟେଷ୍ଟ୍‌
  • ||
  • ଶନିବାରଠୁ ୬ ଦିନ ଜଳାଇବ ତାତି, ୬ରୁ ୮ ଡିଗ୍ରୀ ବଢ଼ିଯିବ ତାପମାତ୍ରା;୧୪ରୁ ପୁଣି ନିର୍ଘାତ ଖରା
  • ||

ଅଜଣା ଗାଡି ଧକ୍କା ବାଇକ ଚାଳକଙ୍କ ଚଲିଗଲା ଜୀବନ, ଅଞ୍ଚଳବାସୀଙ୍କ ରାସ୍ତାରୋକ୍

ନୀଳଗିରି,୦୧/୦୩:ବାଲେଶ୍ଵର ଜିଲ୍ଲା ନୀଳଗିରି -ମିତ୍ରପୁର ରାସ୍ତା ଷ୍ଟେସନସାହି ରାସ୍ତାରେ ବାଇକ ଅରୋହୀ ଉପରେ ଚଢ଼ିଗଲା ଅଜଣା ଗାଡି।ଘଟଣା ସ୍ଥଳରେ ଯୁବକ ମୃତ ଘଟିଥିବା ଜଣାପଡିଛି। ମୃତକ ହେଲେ ମିତ୍ରପୁର ଅଞ୍ଚଳର ଗଜେନ୍ଦ୍ର ନାୟକ।

ସୂଚନା ମୁତାବିକ, ଗୁରୁବାର ମଧ୍ୟରାତ୍ରରେ ଏକ ଅଜଣା ଗାଡି ଯୁବକ ଜଣଙ୍କ ଉପରେ ଚଢ଼ି ଯାଇଥିବା ଜଣାପଡିଛି। ଦୁର୍ଘଟଣାସ୍ଥଳ ଯୁବକଙ୍କ ଜୀବନ ଚାଲିଯାଇଥିବା ଜଣାପଡିଛି। ରାସ୍ତାକୁ ବିପଦ ସଂକୁଳ ଅବସ୍ଥାରେ ପକାଇବା ଓ କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଗ୍ରାମବାସୀ ଓ ମୃତକଙ୍କ ପରିବାର ରାସ୍ତା ରୋକ କରିଛନ୍ତି।ତେବେ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଏନେଇ ସ୍ଥାନୀୟ ପୋଲିସକୁ ସୂଚନା ଦିଆଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.