ପ୍ରମୁଖ ଖବର
  • ଭୁବନେଶ୍ଵର : ଲୁମ୍ବିନୀ ବିହାର ମା' ମଙ୍ଗଳା ବସ୍ତିରେ ବିଲ୍ ଗେଟ୍‌ସ, ଲୋକମାନଙ୍କୁ ଭେଟି ବିଭିନ୍ନ ମୌଳିକ ସୁବିଧା ସମ୍ପର୍କରେ ପଚାରି ବୁଝିଲେ
  • ||
  • ଭୁବନେଶ୍ଵର : ଓଡ଼ିଶା ଆସୁଛନ୍ତି ମହାମହିମ, ମା' କିଚକେଶ୍ଵରୀଙ୍କ ଦର୍ଶନ ସହ ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||

ବୈତରଣୀ ନଦୀପଠାରୁ ମହିଳାଙ୍କ ମୃତଦେହ ଉଦ୍ଧାର, କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ

ଦଶରଥପୁର, ୧୧।୨ : ବୈତରଣୀ ନଦୀପଠରୁ ମହିଳାଙ୍କ ମୃତଦେହ ଉଦ୍ଧାର । ଦଶରଥପୁର ବ୍ଲକ୍ ତଥା ମଙ୍ଗଳପୁର ଥାନା ଦୁଦୁରାଅନ୍ତା ପଞ୍ଚାୟତ କୁଅଁରସାହି ନିକଟ ଦେଇ ପ୍ରବାହିତ ବୈତରଣୀ ନଦୀପଠାରେ ଜରି ଅଖାରେ ବନ୍ଧା ହୋଇଥିବା ଜୈନିକା ମହିଳାଙ୍କ ମୃତ ଦେହକୁ ସ୍ଥାନୀୟ ଲୋକେ ଠାବ କରିଛନ୍ତି । 

ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ମହିଳାଙ୍କ ପରିଚୟ ଜଣାପଡ଼ିନଥିବା ବେଳେ ମହିଳାଙ୍କୁ କେହି ହତ୍ୟା କରି ଏଠାରେ ଫିଙ୍ଗି ଦେଇଥିବା ଲୋକେ ସନ୍ଦେହ କରୁଛନ୍ତି । ଖବର ପାଇ ମଙ୍ଗଳପୁର ଥାନାଧିକାରିଣୀ ଚିନ୍ମୟୀ ସାହୁ ଘଟଣାସ୍ଥଳରେ ପହଁଞ୍ଚି ଛାନଭିନ୍ ଆରମ୍ଭ କରିଥିବା ଜଣାଯାଇଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.