ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ବୈତରଣୀ ନଦୀପଠାରୁ ମହିଳାଙ୍କ ମୃତଦେହ ଉଦ୍ଧାର, କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ

ଦଶରଥପୁର, ୧୧।୨ : ବୈତରଣୀ ନଦୀପଠରୁ ମହିଳାଙ୍କ ମୃତଦେହ ଉଦ୍ଧାର । ଦଶରଥପୁର ବ୍ଲକ୍ ତଥା ମଙ୍ଗଳପୁର ଥାନା ଦୁଦୁରାଅନ୍ତା ପଞ୍ଚାୟତ କୁଅଁରସାହି ନିକଟ ଦେଇ ପ୍ରବାହିତ ବୈତରଣୀ ନଦୀପଠାରେ ଜରି ଅଖାରେ ବନ୍ଧା ହୋଇଥିବା ଜୈନିକା ମହିଳାଙ୍କ ମୃତ ଦେହକୁ ସ୍ଥାନୀୟ ଲୋକେ ଠାବ କରିଛନ୍ତି । 

ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ମହିଳାଙ୍କ ପରିଚୟ ଜଣାପଡ଼ିନଥିବା ବେଳେ ମହିଳାଙ୍କୁ କେହି ହତ୍ୟା କରି ଏଠାରେ ଫିଙ୍ଗି ଦେଇଥିବା ଲୋକେ ସନ୍ଦେହ କରୁଛନ୍ତି । ଖବର ପାଇ ମଙ୍ଗଳପୁର ଥାନାଧିକାରିଣୀ ଚିନ୍ମୟୀ ସାହୁ ଘଟଣାସ୍ଥଳରେ ପହଁଞ୍ଚି ଛାନଭିନ୍ ଆରମ୍ଭ କରିଥିବା ଜଣାଯାଇଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.