ବଲାଙ୍ଗିର, ୧୮/୧୧ : ବଲାଙ୍ଗିର ସହର ଉପକଣ୍ଠ ଖୁଜେନପାଲିରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ସ୍ଥାନୀୟ ମଦଭାଟି ନିକଟରୁ ଯୁବକଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ ସଦର ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେଵେ ଏହା ଆତ୍ମହତ୍ୟା କି ହତ୍ୟା ତାହା ଜଣାପଡିନି।

ଏକଜିଟ୍ ପୋଲ୍ ପରେ ଏବେ ଏକଜାଟ୍ ରେଜଲ୍ଟ ଉପରେ ନଜର,...