ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଚୋରି, ଝରକା ତାଡି ନେଇଗଲେ ଗୁରୁତ୍ୱପୂର୍ଣ୍ଣ ମେସିନ ଓ ଟଙ୍କା

ବଲାଙ୍ଗିର, ୭/୧୨ : ବଲାଙ୍ଗିର ଜିଲ୍ଲା ପୁଇଁତଳା ବ୍ଲକ ବିଲେଇସରଡା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ବୁଧବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ବ୍ୟାଙ୍କ ଝରକା ତାଡି ଭିତରେ ପଶି ବ୍ୟାଙ୍କରୁ ଗୁରୁତ୍ୱପୂର୍ଣ୍ଣ ମେସିନ ଓ ଟଙ୍କା ଚୋରି କରିନେଇଥିଲେ। ଆଜି ସକାଳେ ବ୍ୟାଙ୍କ କର୍ମଚାରୀ ସେଠାକୁ ଆସି ଚୋରି ହୋଇଥିବା ଜାଣି ପୋଲିସକୁ ଖବର ଦେଇଥିଲେ। 

ଏନେଇ ପୁଇଁତଳା ଥାନାରେ ଲିଖିତ ଅଭିଯୋଗ ପରେ ପୁଲିସ ତଦନ୍ତ ଆରମ୍ଭ କରିଛି। କେତେ ଟଙ୍କାର ଚୋରି ହୋଇଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.