ପ୍ରମୁଖ ଖବର
  • ପୁଲିସକୁ ଢେଲାମାରି ହତ୍ୟା ଉଦ୍ୟମ ଅଭିଯୋଗ: ଦୁର୍ଦ୍ଦାନ୍ତ ପାକା ଗିରଫ, ଭାଇ ଫେରାର
  • ||
  • ଆଜି ସରିବ ମାଟ୍ରିକ୍‌ ପରୀକ୍ଷା: ଭାଇରାଲ୍‌ ଓ ଲିକ୍‌ ଗୁଜବର ଘଟୁନି ଅନ୍ତ, କ୍ରାଇମ୍‌ବ୍ରାଞ୍ଚ୍‌ରେ ବୋର୍ଡ ଏତଲାର ଫଳ ଶୂନ୍ୟ
  • ||
  • WPL-2024: ଦିଲ୍ଲୀ କ୍ୟାପିଟାଲ୍ସର ଦମଦାର ପ୍ରଦର୍ଶନ, ଗୁଜରାଟକୁ ୨୫ରନ୍‌ରେ ହରାଇଲା
  • ||
  • କଳାହାଣ୍ଡିରେ ଇନ୍ଦ୍ରାବତୀ ଦକ୍ଷିଣ କେନାଲରେ ୨୦ ଫୁଟ୍‌ର ଘାଇ, ଦେପୁରରେ କୃତ୍ରିମ ବନ୍ୟା
  • ||
  • ରାଜ୍ୟରେ ବଦଳିବ ପାଣିପାଗ ମିଜାଜ: ଆଜିଠୁ କମିବ ତାତି, ୭ ଜିଲ୍ଲାରେ ବର୍ଷା ସମ୍ଭାବନା
  • ||

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଚୋରି, ଝରକା ତାଡି ନେଇଗଲେ ଗୁରୁତ୍ୱପୂର୍ଣ୍ଣ ମେସିନ ଓ ଟଙ୍କା

ବଲାଙ୍ଗିର, ୭/୧୨ : ବଲାଙ୍ଗିର ଜିଲ୍ଲା ପୁଇଁତଳା ବ୍ଲକ ବିଲେଇସରଡା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ବୁଧବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ବ୍ୟାଙ୍କ ଝରକା ତାଡି ଭିତରେ ପଶି ବ୍ୟାଙ୍କରୁ ଗୁରୁତ୍ୱପୂର୍ଣ୍ଣ ମେସିନ ଓ ଟଙ୍କା ଚୋରି କରିନେଇଥିଲେ। ଆଜି ସକାଳେ ବ୍ୟାଙ୍କ କର୍ମଚାରୀ ସେଠାକୁ ଆସି ଚୋରି ହୋଇଥିବା ଜାଣି ପୋଲିସକୁ ଖବର ଦେଇଥିଲେ। 

ଏନେଇ ପୁଇଁତଳା ଥାନାରେ ଲିଖିତ ଅଭିଯୋଗ ପରେ ପୁଲିସ ତଦନ୍ତ ଆରମ୍ଭ କରିଛି। କେତେ ଟଙ୍କାର ଚୋରି ହୋଇଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.