ପ୍ରମୁଖ ଖବର
  • ଖୋର୍ଦ୍ଧା: ବେଗୁନିଆ ଥାନା ଅନ୍ତର୍ଗତ ଧଳାପଥର ବଜାରରେ ବାଇକକୁ ପିଟିଲା କାର, ଜଣେ ମୃତ ଓ ୫ ଗୁରୁତର
  • ||
  • କଟକରେ ବେଆଇନ ଗୁଟ୍‌ଖା କାରଖାନା ଠାବ: ଲକ୍ଷାଧିକ ଟଙ୍କାର କଞ୍ଚାମାଲ୍‌ ଜବତ, ମାଲିକ ସହ କର୍ମଚାରୀ ଗିରଫ
  • ||
  • ବରେଲି: ହାଇୱେରେ ଟ୍ରକକୁ ଧକ୍କା ଦେବା ପରେ ଜଳିଗଲା କାର୍, ଜିଅନ୍ତା ଜଳିଗଲେ ୮ ବରଯାତ୍ରୀ
  • ||
  • ମଦ ବ୍ୟବସାୟୀଙ୍କ ଘରେ ଆୟକର ଚଢ଼ଉ ଘଟଣା: ୪ ଦିନର ଚଢ଼ାଉରେ ଗଣା ସରିଲା ୧୮୮ କୋଟି, ବଳକା ଟଙ୍କା ଗଣିବାକୁ ଲାଗିବ ଆଉ ୨ ଦିନ
  • ||
  • ଆଜି ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ପ୍ରଥମ ଟି-ଟ୍ୱେଣ୍ଟି ମୁକାବିଲା, ବିସ୍ଫୋରକ ବ୍ୟାଟିଂ ଉପରେ ଟିମ୍‌ ଇଣ୍ଡିଆର ଫୋକସ୍‌
  • ||
  • ଭୁବନେଶ୍ୱର: ରାଜ୍ୟରେ ବଦଳିଲା ପାଗ, ଖସିଲା ତାପମାତ୍ରା: ଆସନ୍ତା ୨ ଦିନରେ ୨ ଡିଗ୍ରୀ ଖସିବ ରାତି ପାରଦ
  • ||

ଜାନୁଆରିରେ ଝାଡଖଣ୍ଡ ଇକୋ ରିଟ୍ରିଟ ଫେଷ୍ଟିଭାଲ, ଡିସେମ୍ବର ୩୧ ସୁଦ୍ଧା ସମ୍ପୂର୍ଣ୍ଣ କାମ ସାରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୨/୧୧:  ଝାଡଖଣ୍ଡ ସରକାରଙ୍କ ପକ୍ଷରୁ  ଜାନୁଆରିରେ ତେହରହାଟ ଇକୋ ରିଟ୍ରିଟ ଫେଷ୍ଟିଭାଲ ଆୟୋଜିତ  ହେବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଅଧ୍ୟକ୍ଷତାରେ ଏ ନେଇ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଡିସେମ୍ବର ୩୧ ସୁଦ୍ଧା ଏ ନେଇ ସମ୍ପୂର୍ଣ୍ଣ କାମ ସାରିବାକୁ ସେ ଅଧିକାରୀଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି ।  

ଝାଡଖଣ୍ଡର ପର୍ଯ୍ୟଟନ କ୍ଷେତ୍ରରେ ବପୁଳ  ସମ୍ଭାବନା ରହିଛି । ଇକୋ ରିଟ୍ରିଟ  କାର୍ଯ୍ୟକ୍ରମ ଦ୍ୱାରା ପର୍ଯ୍ୟଟନ କ୍ଷେତ୍ରର ବିକାଶ ଦିଗରେ ଝାଡଖଣ୍ଡ ସରକାର  ଉଦ୍ୟମ ଜାରି ରଖିଛନ୍ତି । ନିବେଶକଙ୍କୁ ଆକୃଷ୍ଟ କରିବା, ପର୍ଯ୍ୟଟନ ସର୍କିଟ  ପ୍ରସ୍ତୁତି, ସ୍ଥାନିୟ କଳା, ସଂସ୍କୃତି ଏବଂ କ୍ରୀଡାକୁ ପ୍ରୋତ୍ସାହନ ଦେବା ଉପରେ  ମଧ୍ୟ ଗୁରୁତ୍ୱ ଦିଆଯାଇଛି ।

Copyright © 2022 - Summa Real Media Private Limited. All Rights Reserved.