ପ୍ରମୂଖ ଖବର
  • ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ୍ ଘଟଣା: ସିଂହଦ୍ୱାର ଥାନାରେ ମାମଲା ରୁଜୁ
  • ||
  • ହଂସପାଳ ଓଭରବ୍ରିଜ୍‌ରେ ଭୁବନେଶ୍ୱରରୁ କଟକକୁ ଗଡ଼ିବ ଗାଡ଼ି, ଉଦ୍‌ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ
  • ||
  • ବୌଦ୍ଧ : ସଙ୍ଘବଦ୍ଧ ଆକ୍ରମଣ କରି ଯୁବକଙ୍କୁ ହତ୍ୟା, ୪ ଅଟକ
  • ||
  • ପୁରୀ : ଶିରୁଳି ମହାବୀର ମନ୍ଦିରରୁ ଚୋରି, ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ : ଅଜଣା ଗାଡ଼ିକୁ ଧକ୍କା ଦେଲା ଡାଲା ଅଟୋ, ହେଲ୍ପର ମୃତ
  • ||
  • ଛତିଶଗଡ଼ ଗରିଆବନ୍ଧରେ ଏନକାଉଣ୍ଟର: ୧୪ ମାଓବାଦୀ ନିହତ, ବଢ଼ିପାରରେ ମୃତ୍ୟୁସଂଖ୍ୟା
  • ||
  • ଲମତାପୁଟ : ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଅଘଟଣ, ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ
  • ||
  • ନିଖୋଜ ଯୁବତୀ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ଘଟଣା: ନ୍ୟାୟ ଦାବିରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ, ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର
  • ||
  • ଟ୍ୱିନ୍‌ ସିଟିରେ ବ୍ଲକିଂ ଚେକିଂ କଡ଼ାକଡ଼ି, ରାତି ଅଧିଆ ତନାଘନା କଲା କମିଶନରେଟ୍‌ ପୋଲିସ
  • ||
  • ବଙ୍ଗୋପସାଗରରେ ଗୁରୁଚାପ ବଳୟ ପ୍ରଭାବ: ବୁଧବାରଠାରୁ କମିବ ଶୀତ, ଦୁଇ ଦିନ ଘନ କୁହୁଡ଼ି ସମ୍ଭାବନା
  • ||

ଆଜି କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ, ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

Published By : Prameya | February 3, 2024 8:07 AM

ଭୁବନେଶ୍ୱର,୦୩/୦୨:  କ୍ୟାବିନେଟ  ଓ ମନ୍ତ୍ରୀ ପରିଷଦର ବୈଠକ ଶନିବାର ସନ୍ଧ୍ୟାରେ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ପ୍ରାୟ ୭ଟାବେଳେ କ୍ୟାବିନେଟ ବୈଠକ  ବସିବ । ଏହି ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ  ପ୍ରସ୍ତାବରେ ମୋହର ମାରିବ କ୍ୟାବିନେଟ ।  ତେବେ ବୈଠକର ଏଜେଣ୍ଡା ସମ୍ପର୍କରେ  ବିଧିବଦ୍ଧ ସୂଚନା ମିଳିନାହିଁ । ଭୋଟ ପୂର୍ବରୁ  କିଛି ବଡ଼ ଘୋଷଣା ହେବା ସମ୍ଭାବନା ଅଛି ।  ସେହିପରି ୨୦୨୪-୨୫ ଆର୍ଥିକ ବର୍ଷର  କାମଚଳା ଚିଠା ବଜେଟକୁ ମନ୍ତ୍ରୀ ପରିଷଦ  ଅନୁମୋଦନ କରିବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.