ପ୍ରମୁଖ ଖବର
  • ଆଉ ୫ଟି ଲୋକସଭା ଆସନ ଲାଗି ଆପ୍‌ର ପ୍ରାର୍ଥୀ ଘୋଷଣା
  • ||
  • ବଲାଙ୍ଗିର ଭୀମଭୋଇ ମେଡିକାଲରେ ମୃତ ଶବ ଛାଡି ଫେରାର ସମ୍ପର୍କୀୟ,ଟାଉନ ଥାନା ପୋଲିସର ତଦନ୍ତ ଆଇମ୍ଭ
  • ||
  • ମିଶନ ଶକ୍ତି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା,୭୩୦ କୋଟିର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୁନ୍ଦରଗଡ଼: ବାଇକ ଚାଳକ ଙ୍କ ଉପରେ ଚଢ଼ିଗଲା ପାଉଁଶ ବୋଝେଇ ଟ୍ରକ,ବାଇକ ଚାଳକର ମୃତ୍ୟୁ
  • ||
  • ପାଲଲହଡ଼ା ଯାଉଥିଲା ରାଧାମାଧବ, ଅଧାରସ୍ତାରେ ଓଲଟିଲା ବସ୍‌
  • ||
  • କୋରାପୁଟ: ନାଲକୋ ଦାମନଯୋଡ଼ିରେ ରଡ଼ ପଶି ଦୁଇ ଶ୍ରମିକ ମୃତ, ଜଣେ ଗୁରୁତର
  • ||
  • ଗଗନ ଯାନ ମିଶନ ପାଇଁ ୪ ମହାକଶଚାରୀଙ୍କ ନାଁ ଘୋଷଣା କଲା ଇସ୍ରୋ, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ନାଁ ଘୋଷଣା ହୋଇଛି
  • ||
  • ମିଶନ ଶକ୍ତି ବଜାର ଶୁଭାରମ୍ଭ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||

ଆଜି କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ, ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୦୩/୦୨:  କ୍ୟାବିନେଟ  ଓ ମନ୍ତ୍ରୀ ପରିଷଦର ବୈଠକ ଶନିବାର ସନ୍ଧ୍ୟାରେ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ପ୍ରାୟ ୭ଟାବେଳେ କ୍ୟାବିନେଟ ବୈଠକ  ବସିବ । ଏହି ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ  ପ୍ରସ୍ତାବରେ ମୋହର ମାରିବ କ୍ୟାବିନେଟ ।  ତେବେ ବୈଠକର ଏଜେଣ୍ଡା ସମ୍ପର୍କରେ  ବିଧିବଦ୍ଧ ସୂଚନା ମିଳିନାହିଁ । ଭୋଟ ପୂର୍ବରୁ  କିଛି ବଡ଼ ଘୋଷଣା ହେବା ସମ୍ଭାବନା ଅଛି ।  ସେହିପରି ୨୦୨୪-୨୫ ଆର୍ଥିକ ବର୍ଷର  କାମଚଳା ଚିଠା ବଜେଟକୁ ମନ୍ତ୍ରୀ ପରିଷଦ  ଅନୁମୋଦନ କରିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.