ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ବୁଧବାର କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ, ୮ରୁ ୧୦ଟି ପ୍ରସ୍ତାବରେ ବାଜିପାରେ ମୋହର

Published By : Harapriya Sethi | April 23, 2025 8:38 AM

ଭୁବନେଶ୍ୱର,୨୩/୦୪: ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ ବୁଧବାର ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସକାଳ ୧୦ଟାରେ କ୍ୟାବିନେଟ ଓ ସାଢ଼େ ୧୧ଟାରେ ମନ୍ତ୍ରୀ ପରିଷଦ ବୈଠକ ବସିବ ବୋଲି ସୂଚନା ମିଳିଛି । କ୍ୟାବିନେଟ ବୈଠକରେ ପ୍ରାୟ ୮ରୁ ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିପାରେ । ମନ୍ତ୍ରୀ ପରିଷଦ ବୈଠକରେ ବିକଶିତ ଭାରତ ଓ ବିକଶିତ ଓଡ଼ିଶା ଭିଜନ ନେଇ ବିସ୍ତୃତ ରିପୋର୍ଟ ଉପସ୍ଥାପନ କରାଯିବ ବୋଲି ଖବର ମିଳିଛି । 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.