ପ୍ରମୁଖ ଖବର
  • ପଦ୍ମ ଧରିଲେ ପ୍ରଶାନ୍ତ ଜଗଦେବ, ବିଜେଡିରୁ ହୋଇଥିଲେ ୨ ଥରର ବିଧାୟକ
  • ||
  • ରତ୍ନଭଣ୍ଡାର ଅଳଙ୍କାର ଲିଷ୍ଟ ପାଇଁ କମିଟି ଗଠନ, ୧୨ ଜଣିଆ କମିଟି ଗଠନ ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ, ମହାରାଜ ଗଜପତିଙ୍କ ଅଧ୍ୟକ୍ଷତାରେ ବସିଛି ମିଟିଂ
  • ||
  • ମାର୍ଚ୍ଚ ୫​‌ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚଣ୍ଡିଖୋଲର ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||
  • ହିମାଚଳର ୬ ବିଦ୍ରୋହୀ କଂଗ୍ରେସ ବିଧାୟକଙ୍କ ସଦସ୍ୟତା ରଦ୍ଦ
  • ||
  • ଉଦଳା: ସ୍କୁଟି- ବାଇକ୍ ଧକ୍କାରେ ଚାଲିଗଲା ୩ ଜଣ ଜୀବନ
  • ||
  • ୧୦ ବର୍ଷର ପ୍ରତୀକ୍ଷାର ଅନ୍ତ: ଆଜି ବକ୍ସ ଡ୍ରେନ୍‌ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ, ୪୫୦ କୋଟିରେ ହୋଇଛି ନିର୍ମାଣ
  • ||
  • ଭିଜିଲାନ୍ସ ଜାଲରେ ରାଉରକେଲା ESIC ସିନିଅର ଆସିଷ୍ଟାଣ୍ଟ ଅଭିରାମ ସାହୁ, ଲାଞ୍ଚ ନେବା ବେଳେ ଧରାପଡ଼ିଲେ
  • ||
  • ବିଜେପି ସିଇସିର ପ୍ରଥମ ବୈଠକ: ଆଜି ୧୨୦ ପ୍ରାର୍ଥୀଙ୍କ ତାଲିକା ଜାରି କରିପାରେ ଦଳ
  • ||
  • ପଦ୍ମ ଧରିବେ ପ୍ରଶାନ୍ତ, ମନ୍ମଥ ! ଖୁବଶୀଘ୍ର ହୋଇପାରେ କିଛି ବଡ଼ ଘୋଷଣା
  • ||
  • ଜଳ ସମ୍ପଦ ବିଭାଗ କନିଷ୍ଠ ଯନ୍ତ୍ରୀଙ୍କ ଆତ୍ମହତ୍ୟା, ଫ୍ୟାନ୍‌ରେ ଝୁଲିପଡିଲେ ପ୍ରଦୀପ କୁମାର ଘୋଷ
  • ||
  • ସରିବ ଖଣ୍ଡଗିରି ଯାତ୍ରା ମହାକୁମ୍ଭ, ଆଜି ବିଦାୟ ନେବେ ୬ ଅପେରା ପାର୍ଟି
  • ||
  • ଟ୍ରକ୍ ସହ ବସ୍ ମୁହାଁମୁହିଁ ଧକ୍କା, ଜଣେ ମୃତ ୬ ଗୁରୁତର
  • ||
  • WPL-2024: ବିଜୟ ଖାତା ଖୋଲିଲା ୟୁପି ଓ୍ୱାରିୟର୍ସ, ୭ ୱିକେଟ୍‌ରେ ହାରିଲା ମୁମ୍ବାଇ ଇଣ୍ଡିଆନ୍ସ
  • ||
  • ଝଲସୁଛି ଉତ୍କଳ ବିଶ୍ୱବିଦ୍ୟାଳୟ, ୫୩ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ରାଜ୍ୟର ୫ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା, ଉପକୂଳ ଓଡ଼ିଶାରେ ବଢ଼ିବପାରେ ତାତି
  • ||

ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ୍ୟ …

ଭୁବନେଶ୍ଵର ୨୭/୦୧: ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ତଥା  ରାଜ୍ୟ  ସ୍ଵାଧୀନତା ସଂଗ୍ରାମୀ  ସଂଗଠନର ସଭାପତି ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।ଏକ ବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଯୁବ ବୟସରେ ସ୍ବାଧିନତା ଆନ୍ଦୋଳନରେ ଯୋଗ ଦେଇ ସେ କାରାବରଣ କରିଥିଲେ । ଦେଶର ସ୍ବାଧିନତା ପାଇଁ ତାଙ୍କର ତ୍ୟାଗ ତାଙ୍କୁ ସ୍ମରଣୀୟ କରି ରଖିବ । ସ୍ବାଧିନତା ପରେ ମଧ୍ୟ ଜୀବନର ଶେଷ ସମୟ ପର୍ଯ୍ୟନ୍ତ ସେ ଦେଶର ଯୁବ ସମାଜକୁ ସେବା ଓ ଦେଶପ୍ରେମର ବାର୍ତ୍ତା ଦେଇ ଆସିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତାଙ୍କ ବିୟୋଗରେ ଜଣେ ବିଶିଷ୍ଟ ସଂଗ୍ରାମୀଙ୍କୁ ଆମେ ହରାଇଲୁ ବୋଲି ସେ କହିଛନ୍ତି । ସ୍ବର୍ଗତ ନାୟକଙ୍କ ଶେଷ କୃତ୍ୟ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.