ପ୍ରମୁଖ ଖବର
  • ମୁମ୍ବାଇ: ମଝି ସମୁଦ୍ରରେ ହୁତୁହୁତୁ ହୋଇ ଜଳିଗଲା ବିଳାସପୂର୍ଣ୍ଣ ବୋଟ, ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ
  • ||
  • ପାରାଦୀପ: ବିଦେଶୀ ଜାହାଜରେ ୨୨୦ କୋଟିର କୋକେନ୍‌ ଜବତ ମାମଲା, କ୍ରୁ ମେମ୍ବରଙ୍କୁ ଜେରା କରୁଛି ଏନ୍‌ସିବି ଟିମ୍‌
  • ||
  • ଭୁବନେଶ୍ୱର: ଚାକିରୀରୁ ବିଦା ହେଲେ ବୈପାରୀଗୁଡ଼ା ଥାନା IIC, ୩୭ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କା ଜବତ କରିଥିଲା ଭିଜିଲାନ୍ସ
  • ||
  • ଆଜି ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ: ପ୍ରଦୂଷଣ କମାନ୍ତୁ, ପ୍ରକୃତି ବଞ୍ଚାନ୍ତୁ
  • ||
  • ଭୁବନେଶ୍ୱର: ପାହାଳରେ ଟ୍ରକ୍‌କୁ ପିଟିଲା କାର୍, ଡ୍ରାଇଭରଙ୍କ ସହ ୩ ମୃତ
  • ||
  • ଭୁବନେଶ୍ୱର: ଆଜିଠୁ ଏମ୍‌ଆର୍‌ଏଫ୍‌ଟି ଆବେଦନ ଆରମ୍ଭ, ୩୦୦ ପିଲାଙ୍କୁ ମିଳିବ ଗବେଷଣା ପାଇଁ ଛାତ୍ରବୃତ୍ତି
  • ||
  • ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତ, ୩ରେ ନେବ ବାତ୍ୟା ରୂପ: ୫ରୁ ପ୍ରବଳ ବର୍ଷା ସମ୍ଭାବନା, ଫସଲ ନଷ୍ଟ ଆଶଙ୍କା
  • ||
  • ଭୁବନେଶ୍ୱର: ୱାଟ୍‌କୋ ଦାଦାଗିରି: ରାତିଅଧିଆ ବନ୍ଦ କରିଦେଲେ ଗଣ୍ଡମୁଣ୍ଡା-ଜାଗମରା ରାସ୍ତା, ଇଟାଲୀରେ ମଉଜ କରୁଛନ୍ତି ଯନ୍ତ୍ରୀ
  • ||
  • ଭୁବନେଶ୍ୱର: ଏଲ୍‌-ନିନୋ ପ୍ରଭାବ: ଏ ବର୍ଷ ଶୀତ ପ୍ରକୋପ ପୂରା କମ୍‌, ଫେବ୍ରୁଆରୀରୁ ମାଡ଼ି ଆସିବ ତାତି
  • ||

ମାଣ୍ଡିଆ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା, କହିଲେ ମାଣ୍ଡିଆରେ ଥିବା ପୁଷ୍ଟିତତ୍ତ୍ଵର ତୁଳନା ନାହିଁ

ଭୁବନେଶ୍ଵର, ୧୦/୧୧ : ମାଣ୍ଡିଆ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ଆମ ପାରମ୍ପରିକ ଖାଦ୍ୟ ଭାବେ ମାଣ୍ଡିଆର ଅନେକ ମହତ୍ତ୍ଵ ରହିଛି। ଏଥିରେ ଥିବା ପୁଷ୍ଟିତତ୍ତ୍ଵର ତୁଳନା ନାହିଁ। ଦୈନନ୍ଦିନର ଖାଦ୍ୟରେ ଏହାର ବ୍ୟବହାର, ଉତ୍ତମ ସ୍ୱାସ୍ଥ୍ୟ ରକ୍ଷା ଦିଗରେ ବେଶ ହିତକର। ଆସନ୍ତୁ ଏଦିଗରେ ସଚେତନ ହେବା, ଆମ ଖାଦ୍ଯ ଶୃଙ୍ଖଳାରେ ମାଣ୍ଡିଆର ବହୁଳ ବ୍ୟବହାର ନେଇ ‘ମାଣ୍ଡିଆ ଦିବସ’ରେ ଶପଥ ନେବା।




  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.