ପ୍ରମୁଖ ଖବର
  • ଖୋର୍ଦ୍ଧା: ବେଗୁନିଆ ଥାନା ଅନ୍ତର୍ଗତ ଧଳାପଥର ବଜାରରେ ବାଇକକୁ ପିଟିଲା କାର, ଜଣେ ମୃତ ଓ ୫ ଗୁରୁତର
  • ||
  • କଟକରେ ବେଆଇନ ଗୁଟ୍‌ଖା କାରଖାନା ଠାବ: ଲକ୍ଷାଧିକ ଟଙ୍କାର କଞ୍ଚାମାଲ୍‌ ଜବତ, ମାଲିକ ସହ କର୍ମଚାରୀ ଗିରଫ
  • ||
  • ବରେଲି: ହାଇୱେରେ ଟ୍ରକକୁ ଧକ୍କା ଦେବା ପରେ ଜଳିଗଲା କାର୍, ଜିଅନ୍ତା ଜଳିଗଲେ ୮ ବରଯାତ୍ରୀ
  • ||
  • ମଦ ବ୍ୟବସାୟୀଙ୍କ ଘରେ ଆୟକର ଚଢ଼ଉ ଘଟଣା: ୪ ଦିନର ଚଢ଼ାଉରେ ଗଣା ସରିଲା ୧୮୮ କୋଟି, ବଳକା ଟଙ୍କା ଗଣିବାକୁ ଲାଗିବ ଆଉ ୨ ଦିନ
  • ||
  • ଆଜି ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ପ୍ରଥମ ଟି-ଟ୍ୱେଣ୍ଟି ମୁକାବିଲା, ବିସ୍ଫୋରକ ବ୍ୟାଟିଂ ଉପରେ ଟିମ୍‌ ଇଣ୍ଡିଆର ଫୋକସ୍‌
  • ||
  • ଭୁବନେଶ୍ୱର: ରାଜ୍ୟରେ ବଦଳିଲା ପାଗ, ଖସିଲା ତାପମାତ୍ରା: ଆସନ୍ତା ୨ ଦିନରେ ୨ ଡିଗ୍ରୀ ଖସିବ ରାତି ପାରଦ
  • ||

ତାଲୁକା ଆଇନ ସେବା ପକ୍ଷରୁ ଶିଶୁ ଦିବସ ପାଳନ

ଦାରିଙ୍ଗବାଡି, ୧୪/୧୧ : ଦାରିଙ୍ଗବାଡି ତାଲୁକା ଆଇନ ସେବା ପକ୍ଷରୁ ଶିଶୁ ଦିବସ ପାଳନ ହୋଇଯାଇଛି। ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ତଥା ତାଲୁକା ଆଇନ ସେବାର ଅଧ୍ୟକ୍ଷା ମଧୁସ୍ମିତା ନାୟକଙ୍କ ତତ୍ଵାବଧାନ କ୍ରମେ ଏହି କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା। 

ବୁର୍ଜୁବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ସ୍କୁଲରୁ ଏକ ରାଲିରେ ବାହାରି ତିନି ଛକ ଦେଇ ଚାରିଛକରେ ପହଞ୍ଚି ଶିଶୁ ସୁରକ୍ଷା ଆଇନ, ମାନବ ଶୃଙ୍ଖଳା, ଝିଅଙ୍କ ଭ୍ରୁଣ ହତ୍ୟା ବନ୍ଦ ଓ ସମ୍ମାନ ପ୍ରଦାନ, ଶିଶୁ ଶ୍ରମିକ ବନ୍ଦ କରିବା ପାଇଁ ସ୍ଲୋଗାନ ଦେଇଥିଲେ। କାର୍ଯ୍ୟକ୍ରମରେ ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ପାତ୍ର, ତାଲୁକା ଆଇନ ସେବାର ସମ୍ପାଦିକା ପୁଷ୍ପାଞ୍ଜଳି ଜେନା, ମୁଖ୍ୟ କିରାଣୀ ଦେବରାଜ ଜାନି, କିରାଣୀ ଭରତ ସାହୁ, ଇତିଶ୍ରୀ ମହାରଣା, ସୁବେନ୍ଧୁ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.