ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

କାର୍‌ ଓ ବାଇକ୍‌ ମଧ୍ୟରେ ଧକ୍କା, ୨ ଯୁବକ ମୃତ

ସୋର, ୨୯।୦୧ : ବାଲେଶ୍ୱର ବାସୁଦେବପୁର ଜାନୁଝାଡି ରାସ୍ତା ବାଡୁଳି ଛକରେ କାର୍‌ ଓ ବାଇକ୍‌ ମଧ୍ୟରେ ଧକ୍କା। ଦୁଇ ଯୁବକ ମୃତ। ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ସିମୁଳିଆ ପୋଲିସ।

ସୂଚନା ଅନୁଯାୟୀ, ସୋର ବ୍ଲକ ବାଳଙ୍ଗ ଗାଁର ରଶ୍ମୀରଞ୍ଜନ ଧଳ ଏବଂ ଶିରାପୁର ଗାଁର ସତ୍ୟଜିତ ନାୟକ ଘରକୁ ଫେରିବା ବେଳେ ବାସୁଦେବପୁର ଜାମୁଝାଡି ରାସ୍ତା ବାଡୁଳି ଛକରେ ଏକ କାର୍‌ ସହ ଧକ୍କା ହୋଇଥିଲେ। ଯାହାଫଳରେ ବାଇକ୍‌ରେ ଥିବା ଦୁଇ ଯୁବକଙ୍କ ମୃତ୍ୟୁ ହୋଇଛି। ଖବର ପାଇ ସିମୁଳିଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପୋଲିସ ଦୁଇ ଜଣଙ୍କ ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.