ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟର ଉର୍ଦ୍ଦୁ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ୭,୪୦୦ ରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି
  • ||
  • ଭଦ୍ରକ : ସାଲାଇନ ନଦେବାରୁ ଫାର୍ମାସିଷ୍ଟଙ୍କୁ ନିସ୍ତୁକ ମାଡ଼, ଜଣେ ଅଟକ
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ଅମିନ, ଲାଞ୍ଚ ନେବା ବେଳେ ଧରାପଡ଼ିଲେ
  • ||
  • ଦ୍ୱାରାଶୁଣି ଘାଟିରେ ଖସିଲା ପିଆଜ ବୋଝଇ ଟ୍ରକ,ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • କଟକ: ଶେଷ ହେଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା, ଏବେ ରେଜଲ୍ଟକୁ ଅପେକ୍ଷା
  • ||
  • ବିଜେପିରେ ମିଶିଲେ ପୂର୍ବତନ ବିଧାୟକ ନବୀନ, ଓ ଶତାଧିକ ବିଜେଡି ଓ କଂଗ୍ରେସ କର୍ମୀ
  • ||
  • କଟକ-ବାରବାଟୀ ନିର୍ବାଚନୀ ଅନିୟମିତତା ମାମଲା, ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ
  • ||
  • ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଚିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଦୀର୍ଘ ଏକଘଣ୍ଟା ପରେ ଉଦ୍ଧାର ହେଲେ ୩୦ ଯାତ୍ରୀ
  • ||
  • ମଙ୍ଗଳବାର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ରାଜ୍ୟବାସୀଙ୍କୁ ଦେବେ ୧୯,୬୦୦ କୋଟିର ପ୍ରକଳ୍ପ ଭେଟି
  • ||
  • ପୁଲିସକୁ ଢେଲାମାରି ହତ୍ୟା ଉଦ୍ୟମ ଅଭିଯୋଗ: ଦୁର୍ଦ୍ଦାନ୍ତ ପାକା ଗିରଫ, ଭାଇ ଫେରାର
  • ||
  • ଆଜି ସରିବ ମାଟ୍ରିକ୍‌ ପରୀକ୍ଷା: ଭାଇରାଲ୍‌ ଓ ଲିକ୍‌ ଗୁଜବର ଘଟୁନି ଅନ୍ତ, କ୍ରାଇମ୍‌ବ୍ରାଞ୍ଚ୍‌ରେ ବୋର୍ଡ ଏତଲାର ଫଳ ଶୂନ୍ୟ
  • ||
  • WPL-2024: ଦିଲ୍ଲୀ କ୍ୟାପିଟାଲ୍ସର ଦମଦାର ପ୍ରଦର୍ଶନ, ଗୁଜରାଟକୁ ୨୫ରନ୍‌ରେ ହରାଇଲା
  • ||
  • କଳାହାଣ୍ଡିରେ ଇନ୍ଦ୍ରାବତୀ ଦକ୍ଷିଣ କେନାଲରେ ୨୦ ଫୁଟ୍‌ର ଘାଇ, ଦେପୁରରେ କୃତ୍ରିମ ବନ୍ୟା
  • ||
  • ରାଜ୍ୟରେ ବଦଳିବ ପାଣିପାଗ ମିଜାଜ: ଆଜିଠୁ କମିବ ତାତି, ୭ ଜିଲ୍ଲାରେ ବର୍ଷା ସମ୍ଭାବନା
  • ||

ବାତ୍ୟା ‘ମିଗଜାଉଁ’ ପ୍ରଭାବ: ପୁଣି ୬ ଏକ୍ସପ୍ରେସ ଟ୍ରେନ ବାତିଲ, ପୂର୍ବତଟ ରେଳପଥର ହେଲ୍ପଲାଇନ୍‌ ନମ୍ବର ଜାରି

ଭୁବନେଶ୍ୱର,୦୪/୧୨: ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ହେଲ୍ପଲାଇନ୍‌ ନମ୍ବର ଜାରି  କରାଯାଇଛି । ଯାତ୍ରୀମାନେ କୌଣସି ଅସୁବିଧାରେ ପଡିଲେ  ୦୬୭୪-୨୩୦୧୬୨୬ କିମ୍ବା ୨୩୦୩୦୬୦ ନମ୍ବରରେ  ଯୋଗାଯୋଗ କରିପାରିବେ । ସେହିପରି ସମ୍ଭାବ୍ୟ ବାତ୍ୟା  ସମୟରେ ଯାତ୍ରୀଙ୍କ ଧନ ଓ ଜୀବନର ସୁରକ୍ଷାକୁ ଗୁରୁତ୍ୱ  ଦେଇ ଗତକାଲି ୫୪ଟି ଟ୍ରେନ ବାତିଲ କରାଯାଇଥିବା  ବେଳେ ରବିବାର ପୁଣି ୬ଟି ଟ୍ରେନକୁ ବାତିଲ କରାଯାଇଛି  ବୋଲି ପୂର୍ବତଟ ରେଳପଥର ଅଧିକାରୀ ସୂଚନା ଦେଇଛନ୍ତି । 

ତିରୁପତି-ବିଳାସପୁର ଏକ୍ସପ୍ରେସ, ବିଳାସପୁର-ତିରୁପତି  ଏକ୍ସପ୍ରେସ, ତିରୁପତି-ପୁରୀ ଏକ୍ସପ୍ରେସ, ପୁରୀ-ତିରୁପତି  ଏକ୍ସପ୍ରେସ, ବାଙ୍ଗାଲୁରୁ-ଗୌହାଟି ଏକ୍ସପ୍ରେସ, ଏର୍ଣ୍ଣାକୁଲମ୍‌-ଟାଟା ଏକ୍ସପ୍ରେସକୁ ବାତିଲ କରାଯାଇଛି ବୋଲି ପୂର୍ବତଟ  ରେଳପଥର ଅଧିକାରୀ ସୂଚନା ଦେଇଛନ୍ତି ।

Also Read :-

୫ରେ ସ୍ଥଳଭାଗ ଅତିକ୍ରମ କରିବ ବାତ୍ୟା ‘ମିଗଜାଉଁ’: ରାଜ୍ୟରେ ଆଜି ପ୍ରବଳ, ୫ରେ ଅତି ପ୍ରବଳ ବର୍ଷା ସମ୍ଭାବନା

  • prameyanews
  • PrameyaOdia
  • prameya
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.