ପ୍ରମୂଖ ଖବର
  • ଜଗନ ମୋହନ ରେଡ୍ଡୀଙ୍କ ବିରୋଧରେ ହତ୍ୟା ଉଦ୍ୟମ ମାମଲା, ହୋଇପାରନ୍ତି ଗିରଫ
  • ||
  • ଦକ୍ଷିଣ ମୋଡ଼ ନେଇ ନାକଚଣା ଦ୍ୱାରରେ ଲାଗିଲା ତାଳଧ୍ୱଜ, ଦର୍ପଦଳନ, ଆଜି ନନ୍ଦିଘୋଷର ଦକ୍ଷିଣ ମୋଡ଼
  • ||
  • ଆସୁଛି ଲଘୁଚାପ: ରବିବାରଠାରୁ ରାଜ୍ୟରେ ପ୍ରବଳ ବର୍ଷା, ୧୫ରୁ ୨୧ ଯାଏଁ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||

ଭୁବନେଶ୍ବର ଏୟାରପୋର୍ଟରୁ ୨ କେଜି ୪୬୫ ଗ୍ରାମର ସୁନା ବିସ୍କୁଟ ଜବତ, ଜଣେ ଗିରଫ

ଭୁବନେଶ୍ଵର, ୦୭/୦୯ : ଭୁବନେଶ୍ବର ଏୟାରପୋର୍ଟରୁ ୨ କେଜି ୪୬୫ ଗ୍ରାମର ସୁନା ବିସ୍କୁଟ ଜବତ। ଏହି ସୁନା ବିସ୍କୁଟ ଗୁ଼ଡିକ ବିଦେଶରୁ ଭୁବନେଶ୍ବର ଆସୁଥିଲା। ଚୋରା ସୁନା ବିସ୍କୁଟ ଚାଲାଣ ଅଭିଯୋଗରେ ଜଣକୁ ଗିରଫ କରାଯାଇଛି। କଷ୍ଟମ୍ ବିଭାଗ ଗିରଫ ଅଭିଯୁକ୍ତକୁ କୋର୍ଟ ଚାଲାଣ କରିଛି।

ପଶ୍ଚିମବଙ୍ଗକୁ ଗୋ-ଚାଲାଣ ବେଳେ ଅଟକାଇଲେ ସ୍ଥାନୀୟ ଲୋକେ, ୧୦୦ ରୁ ଉର୍ଦ୍ଧ୍ଵ ଗୋରୁ ଉଦ୍ଧାର


 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.