ପ୍ରମୂଖ ଖବର
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ରେ ସୁପର-୮ ରାଉଣ୍ଡ ଚୂଡ଼ାନ୍ତ, ଅଷ୍ଟ୍ରେଲିଆ, ଆଫଗାନିସ୍ତାନ, ବାଂଲାଦେଶକୁ ଭେଟିବ ଭାରତ
  • ||
  • କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା, ଓସେପା ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ
  • ||
  • ବାଲେଶ୍ୱର: ଆଇନ ଶୃଙ୍ଖଳା ମାନିବା ସହ ଶାନ୍ତି ବଜାୟ ରଖିବାକୁ ଏସପି ସାଗରିକା ନାଥଙ୍କ ଅନୁରୋଧ
  • ||
  • ଭୁବନେଶ୍ୱର: ପଥରବନ୍ଦ ବସ୍ତିରେ ଗୋଷ୍ଠୀ ସଂଘର୍ଷ, ଘଟଣାସ୍ଥଳରେ ପୋଲିସ ମୁତୟନ
  • ||
  • ଜୁନ୍‌ ୨୦ରେ ବାଚସ୍ପତି ନିର୍ବାଚନ, ଖୁବ୍‌ଶୀଘ୍ର କଂଗ୍ରେସ ବିଧାୟକ ଦଳ ନେତା ଘୋଷଣା
  • ||
  • ଅସଲି ପୋଲିସ ହାତରେ ଧରାପଡ଼ିଲା ନକଲି ସିବିଆଇ ପୋଲିସ, ଲୋକଙ୍କଠୁ ଲୁଟୁଥିଲା ଲକ୍ଷାଧିକ ଟଙ୍କା
  • ||
  • ଖୋଲିଲା ସ୍କୁଲ, ଅଧା ଜିଲ୍ଲାରେ ସକାଳୁ କ୍ଲାସ ଆରମ୍ଭ, ୧୧ ଜିଲ୍ଲାରେ ୨୦ ଯାଏ ସ୍କୁଲ ବନ୍ଦ
  • ||
  • ମଙ୍ଗଳବାର, ବୁଧବାର ନବନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବେ କାମଚଳା ବାସ୍ପପତି, ୨୦ ନୂଆ ବାଚସ୍ପତି ନିର୍ବାଚନ
  • ||
  • ଅଶାନ୍ତ ବାଲେଶ୍ୱର: ଗୋଷ୍ଠୀ ସଂଘର୍ଷ ପାଇଁ କର୍ଫ୍ୟୁ, ୨୪ ଘଣ୍ଟା ବନ୍ଦ ରହିବ ଦୋକାନ ବଜାର
  • ||
  • ରାଜ୍ୟରେ ୪୨% ନିଅଣ୍ଟିଆ ବର୍ଷା, ୩ ଜିଲ୍ଲାରେ ସ୍ୱାଭାବିକ, ୨୬ ଜିଲ୍ଲାରେ ନିଅଣ୍ଟିଆ: ୪ ଦିନ ଭିତରେ ମୌସୁମୀ ଅଗ୍ରସର ହେବ
  • ||

ଚନ୍ଦ୍ରଭାଗା ବେଳାଭୂମିରୁ ମୃତ ଡଲଫିନ ଉଦ୍ଧାର

କୋଣାର୍କ, ୪।୯ : ଜଳବାୟୁ ପରିବର୍ତ୍ତନ ଯୋଗୁଁ ସାମୁଦ୍ରିକ ପ୍ରାଣୀ ଏବେ ସଙ୍କଟରେ। ସୋମବାର ଚନ୍ଦ୍ରଭାଗା ବେଳାଭୂମିରୁ ଏକ ବିରଳ ମୃତ ଡଲଫିନ ଉଦ୍ଧାର ହୋଇଛି। ଏହି ଡଲଫିନଟି ସମୁଦ୍ର ଲହଡୀରେ ଭାସିଆସି କୂଳରେ ଲାଗିଥିଲା। ସେତେବେଳକୁ ଏହି ଡଲଫିନର ମୃତ୍ୟୁ ହୋଇଯାଇଥିଲା। 

ଖବର ପାଇ କୋଣାର୍କ ବନ୍ୟପ୍ରାଣୀ ବନାଞ୍ଚଳ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଡଲଫିନକୁ ଜବତ କରି କୋଣାର୍କ ବନ୍ୟପ୍ରାଣୀ କାର୍ଯ୍ୟାଳୟକୁ ଆଣିଥିଲେ। ଡଲଫିନର ବ୍ୟବଚ୍ଛେଦ ପରେ କାର୍ଯ୍ୟାଳୟ ପରିସରରେ ପୋତି ଦିଆଯିବ ବୋଲି ବାଲୁଖଣ୍ଡ ବନାଞ୍ଚଳ କର୍ମଚାରୀ ସୂଚନା ଦେଇଛନ୍ତି। ଟ୍ରଲର ମାଡ଼ରେ ଡଲଫିନର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ସମୁଦ୍ରରେ ବେଆଇନ ଟ୍ରଲର ଚଳାଚଳ ଏମାନଙ୍କ ପାଇଁ କାଳ ସାଜିଛି।  

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.