ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅରୁଣାଚଳ ପ୍ରଦେଶର ୩ ଖେଳାଳିଙ୍କୁ ଚୀନ୍ ଦେଲାନି ଏସିଆନ୍ ଗେମ୍ସରେ ଏଣ୍ଟ୍ରି
  • ||
  • କଟକ: କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଗୁରୁତର, ଘରୋଇ ହସ୍ପିଟାଲରେ ଭର୍ତ୍ତି
  • ||
  • ଏବେ ସୁଦ୍ଧା ବାତ୍ୟା ସୂଚନା ନାହିଁଁ, ଅକ୍ଟୋବର ପ୍ରଥମ ସପ୍ତାହରେ ଲଘୁଚାପ ସମ୍ଭାବନା:IMD ଡିଜି
  • ||
  • ରିଆମାଳ: ସାତକିଆରୀ ଡ୍ୟାମ୍‌ର ହ୍ୟୁମ ପାଇପ୍‌ରୁ ବାହାରୁଛି ଅସହ୍ୟ ଦୁର୍ଗନ୍ଧ, ପଚା ଶବ ଥିବା ସନ୍ଦେହ
  • ||
  • ଚଣ୍ଡୀଗଡ଼: ଟସ୍ ଜିତି ଭାରତ ବୋଲିଂ ନିଷ୍ପତ୍ତି, ବ୍ୟାଟିଂ କରିବ ଅଷ୍ଟ୍ରେଲିଆ
  • ||
  • ଭୁବନେଶ୍ୱର: ରାଜଧାନୀରେ ଗର୍ଜିଲେ ଆଙ୍ଗନବାଡ଼ି ଦିନ, ୧୦ ଦଫା ଦାବି ନେଇ ଆନ୍ଦୋଳନ
  • ||
  • କଟକ: ଭିଜିଲାନ୍ସ ଜାଲରେ ଜିଆର୍‌ଏସ୍ ଯଦୁମଣି ମାଝୀ, ୪ହଜାର ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଟିମ୍
  • ||
  • ପୁରୀ: ୨୪ରୁ ଗଡ଼ିବ ପୁରୀ-ରାଉରକେଲା ବନ୍ଦେ ଭାରତ, କଟକ ଦେଇ ଚାଲିବ ଟ୍ରେନ୍‌
  • ||
  • ଭୁବନେଶ୍ୱର; ଓଡ଼ିଶାର ପ୍ରଥମ ମହିଳା ବାଚସ୍ପତି ଭାବେ ଶପଥ ନେଲେ ପ୍ରମିଳା ମଲ୍ଲିକ
  • ||
  • ଭୁବନେଶ୍ୱର: ମାୟାବିନୀ ଇରାନୀର ହନିଟ୍ରାପ୍‌ ମାମଲା: ବାପିର ରିମାଣ୍ଡ ସରିଲା, ଏଥର ଇରାନୀ ପାଳି, ବ୍ୟାଙ୍କ ଆକାଉଣ୍ଟ ତଥ୍ୟ ମାଗିଲା ପୁଲିସ
  • ||
  • ସୁନ୍ଦରଗଡ଼ : ସୁନ୍ଦରଗଡ଼ରୁ ପୁଣି ୫ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତ ଚିହ୍ନଟ, ୨୧୧ରେ ପହଞ୍ଚିଲା ପଜିଟିଭ୍ ସଂଖ୍ୟା
  • ||
  • କଣାସ : ଡ଼ଙ୍ଗା ନେଇ ଚିଲିକାକୁ ଯିବାବେଳେ ଅଘଟଣ, ମତ୍ସ୍ୟଜୀବୀ ନିଖୋଜ
  • ||
  • ଚନ୍ଦ୍ରର ଦକ୍ଷିଣ ମେରୁରେ ଉଇଁଲା ସୂର୍ଯ୍ୟ: ଆଜି ବିକ୍ରମ, ପ୍ରଜ୍ଞାନର ନିଦ ଭାଙ୍ଗିବ !ଯୋଗାଯୋଗ ପାଇଁ ଚେଷ୍ଟା କରିବ ଇସ୍ରୋ
  • ||
  • ଭୁବନେଶ୍ୱର:ଆଜିଠୁ ବିଧାନସଭା ଅଧିବେଶନ, ଅକ୍ଟୋବର ୪ ପର୍ଯ୍ୟନ୍ତ ଚାଲିବ: ପ୍ରଥମ ଦିନରେ ଆସିବ ଅତିରିକ୍ତ ବଜେଟ୍
  • ||
  • ଭୁବନେଶ୍ୱର: ଅକ୍ଟୋବର ପ୍ରଥମ ସପ୍ତାହରେ ବାତ୍ୟା! ଓଡ଼ିଶା-ଆନ୍ଧ୍ର ଉପକୂଳ ମୁହାଁଇପାରେ, ଆଣିପାରେ ପ୍ରବଳ ବର୍ଷା
  • ||

ଚନ୍ଦ୍ରଭାଗା ବେଳାଭୂମିରୁ ମୃତ ଡଲଫିନ ଉଦ୍ଧାର

କୋଣାର୍କ, ୪।୯ : ଜଳବାୟୁ ପରିବର୍ତ୍ତନ ଯୋଗୁଁ ସାମୁଦ୍ରିକ ପ୍ରାଣୀ ଏବେ ସଙ୍କଟରେ। ସୋମବାର ଚନ୍ଦ୍ରଭାଗା ବେଳାଭୂମିରୁ ଏକ ବିରଳ ମୃତ ଡଲଫିନ ଉଦ୍ଧାର ହୋଇଛି। ଏହି ଡଲଫିନଟି ସମୁଦ୍ର ଲହଡୀରେ ଭାସିଆସି କୂଳରେ ଲାଗିଥିଲା। ସେତେବେଳକୁ ଏହି ଡଲଫିନର ମୃତ୍ୟୁ ହୋଇଯାଇଥିଲା। 

ଖବର ପାଇ କୋଣାର୍କ ବନ୍ୟପ୍ରାଣୀ ବନାଞ୍ଚଳ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଡଲଫିନକୁ ଜବତ କରି କୋଣାର୍କ ବନ୍ୟପ୍ରାଣୀ କାର୍ଯ୍ୟାଳୟକୁ ଆଣିଥିଲେ। ଡଲଫିନର ବ୍ୟବଚ୍ଛେଦ ପରେ କାର୍ଯ୍ୟାଳୟ ପରିସରରେ ପୋତି ଦିଆଯିବ ବୋଲି ବାଲୁଖଣ୍ଡ ବନାଞ୍ଚଳ କର୍ମଚାରୀ ସୂଚନା ଦେଇଛନ୍ତି। ଟ୍ରଲର ମାଡ଼ରେ ଡଲଫିନର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ସମୁଦ୍ରରେ ବେଆଇନ ଟ୍ରଲର ଚଳାଚଳ ଏମାନଙ୍କ ପାଇଁ କାଳ ସାଜିଛି।  

PrameyaOdia
prameyanews
prameya

Copyright © 2022 - Summa Real Media Private Limited. All Rights Reserved.