ପ୍ରମୁଖ ଖବର
  • ଆଉ ୫ଟି ଲୋକସଭା ଆସନ ଲାଗି ଆପ୍‌ର ପ୍ରାର୍ଥୀ ଘୋଷଣା
  • ||
  • ବଲାଙ୍ଗିର ଭୀମଭୋଇ ମେଡିକାଲରେ ମୃତ ଶବ ଛାଡି ଫେରାର ସମ୍ପର୍କୀୟ,ଟାଉନ ଥାନା ପୋଲିସର ତଦନ୍ତ ଆଇମ୍ଭ
  • ||
  • ମିଶନ ଶକ୍ତି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା,୭୩୦ କୋଟିର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୁନ୍ଦରଗଡ଼: ବାଇକ ଚାଳକ ଙ୍କ ଉପରେ ଚଢ଼ିଗଲା ପାଉଁଶ ବୋଝେଇ ଟ୍ରକ,ବାଇକ ଚାଳକର ମୃତ୍ୟୁ
  • ||
  • ପାଲଲହଡ଼ା ଯାଉଥିଲା ରାଧାମାଧବ, ଅଧାରସ୍ତାରେ ଓଲଟିଲା ବସ୍‌
  • ||
  • କୋରାପୁଟ: ନାଲକୋ ଦାମନଯୋଡ଼ିରେ ରଡ଼ ପଶି ଦୁଇ ଶ୍ରମିକ ମୃତ, ଜଣେ ଗୁରୁତର
  • ||
  • ଗଗନ ଯାନ ମିଶନ ପାଇଁ ୪ ମହାକଶଚାରୀଙ୍କ ନାଁ ଘୋଷଣା କଲା ଇସ୍ରୋ, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ନାଁ ଘୋଷଣା ହୋଇଛି
  • ||
  • ମିଶନ ଶକ୍ତି ବଜାର ଶୁଭାରମ୍ଭ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||

ବରିଷ୍ଠ ସ୍ୱାଧୀନତା ସଂଗ୍ରାମୀଙ୍କ ଦେହାନ୍ତ

ନୀଳଗିରି,୨୭/୧ ବରିଷ୍ଠ ସ୍ୱାଧୀନତା ସଂଗ୍ରାମୀ ଅନନ୍ତଚରଣ ଖଟୁଆଙ୍କର ଆଜି ୯୬ ବର୍ଷ ବୟସ ରେ ପରଲୋକ ହୋଇଛି । ବାଲେଶ୍ଵର ଜିଲ୍ଲା ନୀଳଗିରି ବ୍ଲକ ଅଧିନ ନରସିଂହପୁର ପଂଚାୟତ ବାସଭବନରେ ଆଜି ସେ ପ୍ରାଣତ୍ୟାଗ କରିଛନ୍ତି ।ବାର୍ଦ୍ଧକ୍ୟ ଜନିତ କାରଣରୁ ସେ ଅସୁସ୍ଥ ଥିଲେ । ଶ୍ରୀ ଖଟୁଆ ସ୍ୱାଧୀନତା ସଂଗ୍ରାମରେ ସଂଗ୍ରାମ କରି କାରାବରଣ କରିଥିଲେ । ଖବର ପାଇ ନୀଳଗିରି ବିଧାୟକ ସୁକାନ୍ତ ନାୟକ ତାଙ୍କ ବାସଭବନରେ ପହଞ୍ଚି ମର ଶରୀରରେ ଜାତୀୟ ପତାକା ଓ ପୁଷ୍ପମାଲ୍ୟ ଦେଇ ସ୍ୱାଧୀନତା ସଂଗ୍ରାମୀଙ୍କୁ ରାଷ୍ଟ୍ରୀୟ ସଂମ୍ମାନ ପ୍ରଦାନ କରିଛନ୍ତି । ସେହିପରି ପୁର୍ବତନ ବିଧାୟକ ଅକ୍ଷୟ କୁମାର ଆଚାର୍ଯ୍ୟ ଓ ଚିତ୍ତରଞ୍ଜନ ଷଡ଼ଙ୍ଗୀ,କଂଗ୍ରେସ କିଷାନ କଂଗ୍ରେସ ରାଜ୍ୟ ଉପସଭାପତି ଯଶୋଦା ନନ୍ଦନ ସିଂହ ଉପସ୍ଥିତ ରହି ମରଶରୀରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.