ପ୍ରମୁଖ ଖବର
  • ଆଉ ୫ଟି ଲୋକସଭା ଆସନ ଲାଗି ଆପ୍‌ର ପ୍ରାର୍ଥୀ ଘୋଷଣା
  • ||
  • ଆଉ ୫ଟି ଲୋକସଭା ଆସନ ଲାଗି ଆପ୍ର ପ୍ରାର୍ଥୀ ଘୋଷଣା
  • ||
  • ବଲାଙ୍ଗିର ଭୀମଭୋଇ ମେଡିକାଲରେ ମୃତ ଶବ ଛାଡି ଫେରାର ସମ୍ପର୍କୀୟ,ଟାଉନ ଥାନା ପୋଲିସର ତଦନ୍ତ ଆଇମ୍ଭ
  • ||
  • ମିଶନ ଶକ୍ତି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା,୭୩୦ କୋଟିର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୁନ୍ଦରଗଡ଼: ବାଇକ ଚାଳକ ଙ୍କ ଉପରେ ଚଢ଼ିଗଲା ପାଉଁଶ ବୋଝେଇ ଟ୍ରକ,ବାଇକ ଚାଳକର ମୃତ୍ୟୁ
  • ||
  • ପାଲଲହଡ଼ା ଯାଉଥିଲା ରାଧାମାଧବ, ଅଧାରସ୍ତାରେ ଓଲଟିଲା ବସ୍‌
  • ||
  • କୋରାପୁଟ: ନାଲକୋ ଦାମନଯୋଡ଼ିରେ ରଡ଼ ପଶି ଦୁଇ ଶ୍ରମିକ ମୃତ, ଜଣେ ଗୁରୁତର
  • ||
  • ଗଗନ ଯାନ ମିଶନ ପାଇଁ ୪ ମହାକଶଚାରୀଙ୍କ ନାଁ ଘୋଷଣା କଲା ଇସ୍ରୋ, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ନାଁ ଘୋଷଣା ହୋଇଛି
  • ||
  • ମିଶନ ଶକ୍ତି ବଜାର ଶୁଭାରମ୍ଭ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
  • ||
  • ଆଜି ଓୟୁଟିଆର୍‌ରେ ପ୍ରଥମ ସମାବର୍ତ୍ତନ ଉତ୍ସବ, ସଭାପତିତ୍ୱ କରିବେ ରାଜ୍ୟପାଳ
  • ||
  • ମଙ୍ଗଳବାର ୟୁପି ରାଜ୍ୟସଭା ନିର୍ବାଚନ, ବିଜେପିକୁ ସମର୍ଥନ କରିବେ ରାଜା ଭୈୟା
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||
  • ୨୯ରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ଉପସ୍ଥାପିତ ହେବ ରତ୍ନଭଣ୍ଡାର ଲେଜର ସ୍କାନିଂ ରିପୋର୍ଟ
  • ||
  • WPL-2024: ଦିଲ୍ଲୀ କ୍ୟାପିଟାଲ୍ସ ୯ ଓ୍ବିକେଟ୍ ବିଜୟୀ, ୟୁପି ୱାରିୟର୍ସର ଦ୍ୱିତୀୟ ପରାଜୟ
  • ||
  • ବୁଧବାରଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଆଜି କାର୍‌କେଡ୍‌ ରିହର୍ସାଲ କରିବ ଓଡ଼ିଶା ପୁଲିସ୍‌
  • ||
  • ଶନିବାର ବାରବାଟୀ ଷ୍ଟାଡିୟମ୍‌ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ, ୪୧ଟି କ୍ରିକେଟ୍‌ ଏକାଡେମୀ ହେବ ଲୋକାର୍ପଣ
  • ||
  • ଆସନ୍ତା ୩ ତାରିଖ ଯାଏ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି
  • ||

ଭୁବନେଶ୍ୱର ଏମ୍‌ସର ନୂଆ ଅଧ୍ୟକ୍ଷ ହେଲେ ଡାକ୍ତର ଶୈଳେଶ କୁମାର

ଭୁବନେଶ୍ବର,୫।୨ : ଭୁବନେଶ୍ୱର ଏମ୍‌ସର ନୂଆ ଅଧ୍ୟକ୍ଷ ହେଲେ ଡାକ୍ତର ଶୈଳେଶ କୁମାର। ନୂଆ ଅଧ୍ୟକ୍ଷ ନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ମନୋହର ଲୋହିଆ ସର୍ଜରୀ ବିଭାଗର ପ୍ରଫେସର ଅଛନ୍ତି ଡାକ୍ତର ଶୈଳେଶ  । ଭୁବନେଶ୍ୱର ଏମ୍ସ ଗଭର୍ଣ୍ଣିଂ ବଡିର ବରିଷ୍ଠ ସଦସ୍ୟ ଡାକ୍ତର ଶୈଳେଶ ଅଛନ୍ତି ।

ଆହୁରି ପଢନ୍ତୁ : ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଚୋରି ଉଦ୍ୟମ, ସିସିଟିଭି ହାର୍ଡ ଡିସ୍କ ଓ ସିକ୍ୟୁରିଟି ବନ୍ଧୁକ ନେଇଗଲେ ଦୁର୍ବୃତ୍ତ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.