ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଭୁବନେଶ୍ୱର ଏମ୍‌ସର ନୂଆ ଅଧ୍ୟକ୍ଷ ହେଲେ ଡାକ୍ତର ଶୈଳେଶ କୁମାର

ଭୁବନେଶ୍ବର,୫।୨ : ଭୁବନେଶ୍ୱର ଏମ୍‌ସର ନୂଆ ଅଧ୍ୟକ୍ଷ ହେଲେ ଡାକ୍ତର ଶୈଳେଶ କୁମାର। ନୂଆ ଅଧ୍ୟକ୍ଷ ନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ମନୋହର ଲୋହିଆ ସର୍ଜରୀ ବିଭାଗର ପ୍ରଫେସର ଅଛନ୍ତି ଡାକ୍ତର ଶୈଳେଶ  । ଭୁବନେଶ୍ୱର ଏମ୍ସ ଗଭର୍ଣ୍ଣିଂ ବଡିର ବରିଷ୍ଠ ସଦସ୍ୟ ଡାକ୍ତର ଶୈଳେଶ ଅଛନ୍ତି ।

ଆହୁରି ପଢନ୍ତୁ : ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଚୋରି ଉଦ୍ୟମ, ସିସିଟିଭି ହାର୍ଡ ଡିସ୍କ ଓ ସିକ୍ୟୁରିଟି ବନ୍ଧୁକ ନେଇଗଲେ ଦୁର୍ବୃତ୍ତ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.