ପ୍ରମୂଖ ଖବର
  • ବଜେଟ୍ ୨୦୨୪: ସଂସଦରେ ଜାମ୍ମୁ-କାଶ୍ମୀର ବଜେଟ୍ ଉପସ୍ଥାପିତ
  • ||
  • ବଜେଟ ୨୦୨୪: ଓଡ଼ିଶା ପର୍ଯ୍ୟଟନର ବିକାଶ ପାଇଁ ବଡ଼ ଘୋଷଣା, ପର୍ଯ୍ୟଟନର ବିକାଶ ପାଇଁ ମିଳିବ ଆର୍ଥିକ ସହାୟତା
  • ||
  • ବଜେଟ୍ ୨୦୨୪: ସରକାରୀ ସହାୟତାରେ ଛାତ ଉପରେ ଲାଗିବ ସୋଲାର ପ୍ୟାନେଲ, ପ୍ରତି ଘରୁ ମାସିକ ୩ଶହ ୟୁନିଟ ବିଜୁଳି ଉତ୍ପାଦନ ଲକ୍ଷ୍ୟ
  • ||
  • ବଜେଟ ୨୦୨୪:୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ,ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମୁକ୍ତ ବିଜୁଳି ଯୋଜନାରେ ମିଳିବ ସୁବିଧା
  • ||
  • ବଜେଟ୍୨୦୨୪: ବନ୍ୟା ମୁକାବିଲା ପାଇଁ ବିହାରକୁ ୧୧, ୫୦୦ କୋଟିର ସହାୟତା,ଆସାମ, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ସିକିମ୍‌କୁ ମିଳିବ ସହାୟତା
  • ||
  • ବଜେଟ ୨୦୨୪: ବନ୍ୟା ନିୟନ୍ତ୍ରଣ ପାଇଁ ସହାୟତା ଘୋଷଣା,ବନ୍ୟା କ୍ଷତିଗ୍ରସ୍ତ ୫ଟି ରାଜ୍ୟକୁ ସ୍ୱତନ୍ତ୍ର ସହାୟତାର ଘୋଷଣା
  • ||
  • ବଜେଟ ୨୦୨୪: ଜମିବାଡ଼ି ସୁବ୍ୟବସ୍ଥିତ କରିବାକୁ ଆରମ୍ଭ ହେବ ଭୂ-ଆଧାର, ଭୂ-ଆଧାର ଜରିଆରେ ଜମିବାଡ଼ି ଡିଜିଟାଇଜେସନ ହେବ
  • ||
  • ବଜେଟ୍ ୨୦୨୪: ମୁଦ୍ରା ଲୋନ୍‌ ୨୦ ଲକ୍ଷକୁ ବୃଦ୍ଧି ଘୋଷଣା କଲେ ଅର୍ଥମନ୍ତ୍ରୀ,ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଲୋନ୍‌ ପାଇପାରିବେ
  • ||
  • ବିଜେଟ୍ ୨୦୨୪-୨୫: ଗୟାରେ ହେବ ଇଣ୍ଡଷ୍ଟିଆଲ୍ କରିଡ଼ିର, ୧ ହଜାର ଆଇଟିଆଇକୁ ଅପଗ୍ରେଡ୍ କରାଯିବ
  • ||
  • ବିହାର, ଆନ୍ଧ୍ରପ୍ରଦେଶ ପାଇଁ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ପୋଲାଭରମ ପ୍ରକଳ୍ପ ଶୀଘ୍ର ସମାପ୍ତ ହେବ, ବିହାରରେ ଏୟାରପୋର୍ଟ, ମେଡିକାଲ କଲେଜ ବିକାଶ
  • ||
  • ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ବିଧାନସଭା ଅଧିବେଶନର ଦ୍ବିତୀୟ ଦିନ, ୪ଟା ଯାଏଁ ଗୃହ ମୁଲତବି
  • ||

ଓଜନ କମାଇବ ଶୁଣ୍ଠି, ଖାଦ୍ୟରେ ଏପରି କରନ୍ତୁ ସାମିଲ

ନୂଆଦିଲ୍ଲୀ ୦୧/୦୯ : ଅଧିକାଂଶ ଘରେ ଖାଦ୍ୟ ପ୍ରସ୍ତୁତି ପାଇଁ ଅଦାର ବ୍ୟବହାର କରାଯାଇଥାଏ । ଅଦାକୁ ବିଭିନ୍ନ ରୂପରେ ବ୍ୟବହାର କରାଯାଏ । ଶୁଖିଲା ଅଦାକୁ ଶୁଣ୍ଠି କୁହାଯାଏ । ଶୁଣ୍ଠି ଖାଇବା ଦ୍ୱାରା ଥଣ୍ଡାକାଶ ଓ ଗଳା ଦରଜ କମିବା ସହ ପାଚନ ତନ୍ତ୍ର ସମସ୍ୟା ଦୂର ହୋଇଥାଏ । ଏହାବ୍ୟତୀତ ମୋଟାପଣ ମଧ୍ୟ କମ୍‌ ହୋଇଥାଏ । ଶୁଣ୍ଠି ଆଇରନ୍‌ଫାଇବରସୋଡିୟମ୍‌ଫେଲେଟ୍‌ ଏସିଡ୍‌କ୍ୟାଲସିୟମ୍‌ମ୍ୟାଗ୍‌ନେସିୟମ୍‌ଭିଟାମିନ୍‌- ଏଜିଙ୍କ୍‌ ଓ ଫ୍ୟାଟି ଏସିଡ୍‌ରେ ଭରପୂର । ଏହା ସ୍ୱାସ୍ଥ୍ୟ ପାଇଁ ବେଶ୍‌ ଲାଭଦାୟକ ।


-ଯେଉଁମାନଙ୍କର ଆର୍ଥ୍ରାଇଟିସ୍‌ ସମସ୍ୟା ରହିଛିସେମାନେ ନିୟମିତ ଶୁଣ୍ଠି ଖାଇବା ଦ୍ୱାରା ଯନ୍ତ୍ରଣାରୁ ମୁକ୍ତି ପାଇପାରିବେ ।

-ଋତୁ ପରିବର୍ତ୍ତନରୁ ହେଉଥିବା ଥଣ୍ଡା-କାଶରୁ ରକ୍ଷା ପାଇବା ପାଇଁ ଶୁଣ୍ଠି ଗୁଣ୍ଡକୁ ହାଲ୍‌କା ଗରମ ପାଣି ସହ ପିଇପାରିବେ ।

-ଯେଉଁ ପରିବାକୁ ହଜମ କରିବା କଷ୍ଟ ହୋଇଥାଏ,ସେଥିରେ ହାଲ୍‌କା ଶୁଣ୍ଠିଗୁଣ୍ଡର ପ୍ରୟୋଗ କରିବା ଦ୍ୱାରା ତାହା ସହଜରେ ହଜମ ହୋଇଥାଏ ।

-ଶୁଣ୍ଠି ମେଟାବଲିଜିମ୍‌ ବଢାଇ ଓଜନ ହ୍ରାସ କରିବାରେ ମଧ୍ୟ ସାହାଯ୍ୟ କରିଥାଏ ।

-ଶୁଣ୍ଠିକୁ ଦୁଗ୍ଧରେ ମିଶାଇ ମିଶ୍ରଣକୁ ତ୍ୱଚାରେ ଲଗାଇ ୧୦ ରୁ ୨୦ ମିନିଟ୍‌ ଯାଇ ଛାଡି ଦିଅନ୍ତୁ । ଶୁଖିବା ପରେ ଥଣ୍ଡା ପାଣିରେ ମୁହଁକୁ ଧୋଇ ନିଅନ୍ତୁ । ତ୍ୱଚାରେ ଚମ୍‌କ ଆସିଥାଏ ।

  • lifestyle
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.