ପ୍ରମୁଖ ଖବର
  • ରାଜକୋଟ: ଶେଷ ଦିନିକିଆରେ ଅଷ୍ଟ୍ରେଲିଆ ବିଜୟୀ, ୨-୧ରେ ସିରିଜ୍‌ ଜିତିଲା ଭାରତ
  • ||
  • ନାରାୟଣପାଟଣା : କେସେଲା ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୩ମୃତ
  • ||
  • ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନ ନବୀକରଣ ମାମଲାର ସିବିଆଇ ତଦନ୍ତ ପାଇଁ ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶ
  • ||
  • ରାଜକୋଟ: ରନ୍‌ ବର୍ଷା କଲା ଅଷ୍ଟ୍ରେଲିଆ ଟିମ୍‌, ଭାରତ ଆଗରେ ୩୫୩ ରନ୍‌ର ବିଜୟ ଲକ୍ଷ୍ୟ
  • ||
  • ଇମ୍ଫାଲ୍: ମଣିପୁର ପୁଣି ଅଶାନ୍ତ, ରାଜ୍ୟର ୧୯ ଥାନାକୁ ଛାଡ଼ି ସବୁ ଅଶାନ୍ତ ଅଞ୍ଚଳ ଘୋଷଣା, ଇଣ୍ଟରନେଟ୍ ବନ୍ଦ
  • ||
  • ଇରାକ: ବିବାହ ଉତ୍ସବରେ ଭୟାବହ ଅଗ୍ନିକାଣ୍ଡ, ବର-କନ୍ୟାଙ୍କ ସମେତ ଜଳିଗଲେ ୧୦୦ ଲୋକ
  • ||
  • ଚନ୍ଦାହାଣ୍ଡି : ଘାଟିରେ ଓଲଟିଲା ସ୍କୁଲ୍ ବସ୍, ପିଇଟି ଶିକ୍ଷକ ମୃତ, ୨୦ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଆହତ
  • ||
  • ମାଲକାନଗିରି : ଅକ୍ଟୋବର ୨ରେ ମାଲକାନଗିରି ଯିବେ ମୁଖ୍ୟମନ୍ତ୍ରୀ, ଲକ୍ଷ୍ମୀ ବସ୍ ଯୋଜନାର କରିବେ ଶୁଭାରମ୍ଭ
  • ||

ଓଜନ କମାଇବ ଶୁଣ୍ଠି, ଖାଦ୍ୟରେ ଏପରି କରନ୍ତୁ ସାମିଲ

ନୂଆଦିଲ୍ଲୀ ୦୧/୦୯ : ଅଧିକାଂଶ ଘରେ ଖାଦ୍ୟ ପ୍ରସ୍ତୁତି ପାଇଁ ଅଦାର ବ୍ୟବହାର କରାଯାଇଥାଏ । ଅଦାକୁ ବିଭିନ୍ନ ରୂପରେ ବ୍ୟବହାର କରାଯାଏ । ଶୁଖିଲା ଅଦାକୁ ଶୁଣ୍ଠି କୁହାଯାଏ । ଶୁଣ୍ଠି ଖାଇବା ଦ୍ୱାରା ଥଣ୍ଡାକାଶ ଓ ଗଳା ଦରଜ କମିବା ସହ ପାଚନ ତନ୍ତ୍ର ସମସ୍ୟା ଦୂର ହୋଇଥାଏ । ଏହାବ୍ୟତୀତ ମୋଟାପଣ ମଧ୍ୟ କମ୍‌ ହୋଇଥାଏ । ଶୁଣ୍ଠି ଆଇରନ୍‌ଫାଇବରସୋଡିୟମ୍‌ଫେଲେଟ୍‌ ଏସିଡ୍‌କ୍ୟାଲସିୟମ୍‌ମ୍ୟାଗ୍‌ନେସିୟମ୍‌ଭିଟାମିନ୍‌- ଏଜିଙ୍କ୍‌ ଓ ଫ୍ୟାଟି ଏସିଡ୍‌ରେ ଭରପୂର । ଏହା ସ୍ୱାସ୍ଥ୍ୟ ପାଇଁ ବେଶ୍‌ ଲାଭଦାୟକ ।


-ଯେଉଁମାନଙ୍କର ଆର୍ଥ୍ରାଇଟିସ୍‌ ସମସ୍ୟା ରହିଛିସେମାନେ ନିୟମିତ ଶୁଣ୍ଠି ଖାଇବା ଦ୍ୱାରା ଯନ୍ତ୍ରଣାରୁ ମୁକ୍ତି ପାଇପାରିବେ ।

-ଋତୁ ପରିବର୍ତ୍ତନରୁ ହେଉଥିବା ଥଣ୍ଡା-କାଶରୁ ରକ୍ଷା ପାଇବା ପାଇଁ ଶୁଣ୍ଠି ଗୁଣ୍ଡକୁ ହାଲ୍‌କା ଗରମ ପାଣି ସହ ପିଇପାରିବେ ।

-ଯେଉଁ ପରିବାକୁ ହଜମ କରିବା କଷ୍ଟ ହୋଇଥାଏ,ସେଥିରେ ହାଲ୍‌କା ଶୁଣ୍ଠିଗୁଣ୍ଡର ପ୍ରୟୋଗ କରିବା ଦ୍ୱାରା ତାହା ସହଜରେ ହଜମ ହୋଇଥାଏ ।

-ଶୁଣ୍ଠି ମେଟାବଲିଜିମ୍‌ ବଢାଇ ଓଜନ ହ୍ରାସ କରିବାରେ ମଧ୍ୟ ସାହାଯ୍ୟ କରିଥାଏ ।

-ଶୁଣ୍ଠିକୁ ଦୁଗ୍ଧରେ ମିଶାଇ ମିଶ୍ରଣକୁ ତ୍ୱଚାରେ ଲଗାଇ ୧୦ ରୁ ୨୦ ମିନିଟ୍‌ ଯାଇ ଛାଡି ଦିଅନ୍ତୁ । ଶୁଖିବା ପରେ ଥଣ୍ଡା ପାଣିରେ ମୁହଁକୁ ଧୋଇ ନିଅନ୍ତୁ । ତ୍ୱଚାରେ ଚମ୍‌କ ଆସିଥାଏ ।

dryginger
lifestyle

Copyright © 2022 - Summa Real Media Private Limited. All Rights Reserved.