ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ED ରେଡ୍‌, ୨୦ କୋଟି ଟଙ୍କାର ଜମି ଦୁର୍ନୀତି ମାମଲାରେ ଚଢାଉ

ଭଦ୍ରକ, ୧୫/୦୨ : ବିଧାୟକଙ୍କ ଘରେ ଇଡି ରେଡ୍‌। ପୂର୍ବତନ ମନ୍ତ୍ରୀ ତଥା ଏବେର ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ED ରେଡ୍‌ କରିଛି। ୨୦ କୋଟି ଟଙ୍କାର ଜମି ଦୁର୍ନୀତି ମାମଲାରେ ଚଢାଉ ଚାଲିଛି। ଭଦ୍ରକ ସହରର ୪ଟି ଏବଂ ଭୁବନେଶ୍ଵରର ୬ଟି ସ୍ଥାନରେ ଚଢ଼ାଉ ହେଉଛି। ବରପଦା ଇଞ୍ଜିନିୟରିଂ କଲେଜର ପୂର୍ବତନ ଅଧକ୍ଷଙ୍କ ଘରେ ମଧ୍ୟ ରେଡ୍ ହେଉଥିବା ସୂଚନା ମିଳିଛି। 

ସୂଚନାନୁଯାୟୀ, ପ୍ରଫୁଲ୍ଲ ସାମଲଙ୍କ ସାବନା ବଜାର ସ୍ଥିତ ଘର, ବରପଦା ଇଞ୍ଜିନିୟରିଂ କଲେଜର ପୂର୍ବତନ ଅଧକ୍ଷଙ୍କ ଅପର୍ତ୍ତିବିନ୍ଧା ସ୍ଥିତ ଘରେ ଚଢ଼ାଉ ଚାଲିଛି। କେନ୍ଦ୍ରୀୟ ସୁରକ୍ଷା ବଳଙ୍କ ସୁରକ୍ଷା ବଳୟରେ ଚଢ଼ାଉ ଜାରି ରହିଛି। ବରପଦା କଲେଜ ସହ ପୂର୍ବତନ କ୍ୟାସିୟରଙ୍କ ଘରେ ମଧ୍ୟ ଚଢ଼ାଉ ହେଉଥିବା ସୂଚନା ମିଳିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.