ପ୍ରମୁଖ ଖବର
  • ପ୍ରକାଶ ପାଇଲା ୟୁପିଏସ୍‌ସି ରେଜଲ୍ଟ, ୧୮୦ ଆଇଏଏସ୍., ୨୦୦ ଏଇପିଏସ୍‌, ୩୭ ଆଇଏଫଏସ କୃତ୍ତକାର୍ଯ୍ୟ
  • ||
  • କେନ୍ଦୁଝର ଅଦାଲତ ସଂଲଗ୍ନ ଔଷଧ ଦୋକାନରେ ପଶିଲା ବାରାହା
  • ||
  • ଆକାଶରୁ ନିଆଁ ବର୍ଷା, ଦିନ ସାଢ଼େ ୧୧ଟା ସୁଦ୍ଧା ସବୁ ଉତ୍ତପ୍ତ ସହର ପାଲଟିଲା ବାଲେଶ୍ୱର
  • ||
  • ବାରିପଦା: ପୋଖରୀ ରେ ଗାଧୋଉଥିବା ବେଳେ ଦୁଇ ଭଉଣୀଙ୍କ ମୃତ୍ୟୁ
  • ||
  • ଆସିଲା ବିଜେପି ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ୨୧ ବିଧାନସଭା ପ୍ରାର୍ଥୀଙ୍କ ନା ଘୋଷଣା, ୧୪ ଆସନ ପାଇଁ ଛାଣ୍ଡିନି ଅଙ୍କ
  • ||
  • ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କ ତଥ୍ୟ ସଂଶୋଧନ, ଶେଷ ସୁଯୋଗ ଆଜି
  • ||
  • ମଙ୍ଗଳବାର ରଥଯାତ୍ରା ଦ୍ୱିତୀୟ ପ୍ରସ୍ତୁତି ବୈଠକ: ଗୋଟିଏ ଦିନରେ ନବଯୌବନ ଦର୍ଶନ, ନେତ୍ରଉତ୍ସବ ଓ ଶ୍ରୀଗୁଣ୍ଡିଚା ଚାଲେଞ୍ଜ ହେବ
  • ||
  • IPL 2024: ଇଡେନ୍‌ରେ କୋଲକାତା-ରାଜସ୍ଥାନ ମୁକାବିଲା, ଶୀର୍ଷ ସ୍ଥାନ ପାଇଁ ହେବ ଲଢ଼େଇ
  • ||
  • ପବିତ୍ର ଅଶୋକାଷ୍ଟମୀ: ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ର, ମଧ୍ୟାହ୍ନ ସାଢ଼େ ୧୨ଟାରେ ପହଣ୍ଡି, ସାଢ଼େ ୩ଟାରେ ରଥ ଟଣା
  • ||
  • ଆଗକୁ ଭୟାନକ ଅଗ୍ନି ବର୍ଷା, ୪୫ ଛୁଇଁବ ତାପମାତ୍ରା: ସପ୍ତାହ ଯାଏ କମିବନି ତାତି
  • ||

ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ED ରେଡ୍‌, ୨୦ କୋଟି ଟଙ୍କାର ଜମି ଦୁର୍ନୀତି ମାମଲାରେ ଚଢାଉ

ଭଦ୍ରକ, ୧୫/୦୨ : ବିଧାୟକଙ୍କ ଘରେ ଇଡି ରେଡ୍‌। ପୂର୍ବତନ ମନ୍ତ୍ରୀ ତଥା ଏବେର ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ED ରେଡ୍‌ କରିଛି। ୨୦ କୋଟି ଟଙ୍କାର ଜମି ଦୁର୍ନୀତି ମାମଲାରେ ଚଢାଉ ଚାଲିଛି। ଭଦ୍ରକ ସହରର ୪ଟି ଏବଂ ଭୁବନେଶ୍ଵରର ୬ଟି ସ୍ଥାନରେ ଚଢ଼ାଉ ହେଉଛି। ବରପଦା ଇଞ୍ଜିନିୟରିଂ କଲେଜର ପୂର୍ବତନ ଅଧକ୍ଷଙ୍କ ଘରେ ମଧ୍ୟ ରେଡ୍ ହେଉଥିବା ସୂଚନା ମିଳିଛି। 

ସୂଚନାନୁଯାୟୀ, ପ୍ରଫୁଲ୍ଲ ସାମଲଙ୍କ ସାବନା ବଜାର ସ୍ଥିତ ଘର, ବରପଦା ଇଞ୍ଜିନିୟରିଂ କଲେଜର ପୂର୍ବତନ ଅଧକ୍ଷଙ୍କ ଅପର୍ତ୍ତିବିନ୍ଧା ସ୍ଥିତ ଘରେ ଚଢ଼ାଉ ଚାଲିଛି। କେନ୍ଦ୍ରୀୟ ସୁରକ୍ଷା ବଳଙ୍କ ସୁରକ୍ଷା ବଳୟରେ ଚଢ଼ାଉ ଜାରି ରହିଛି। ବରପଦା କଲେଜ ସହ ପୂର୍ବତନ କ୍ୟାସିୟରଙ୍କ ଘରେ ମଧ୍ୟ ଚଢ଼ାଉ ହେଉଥିବା ସୂଚନା ମିଳିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.