ପ୍ରମୂଖ ଖବର
  • ୩ ଓ୍ବିକେଟ୍ ହରାଇ ସେମି ଫାଇନାଲ୍‌ରେ ଦକ୍ଷିଣ ଆଫ୍ରିକା, ୱେଷ୍ଟଇଣ୍ଡିଜ୍‌ର ବିଶ୍ୱକପ୍ ସ୍ୱପ୍ନ ଧୂଳିସାତ୍
  • ||
  • ଅଷ୍ଟାଦଶ ଲୋକସଭାର କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ
  • ||
  • ରୁଙ୍ଗଟା କାରଖାନାରେ ଅଘଟଣ, ଲୁହା ପ୍ଲେଟ୍ ଚାପି ହୋଇ ୨ ଶ୍ରମିକ ମୃତ
  • ||
  • ରି ଚେକିଂ ହେବ ୧୮ ହଜାର ମାଟ୍ରିକ୍‌ ଖାତା, ବୋର୍ଡରେ ଆବେଦନ କରିଛନ୍ତି ୫ ହଜାର ପରୀକ୍ଷାର୍ଥ
  • ||
  • କେନ୍ଦୁଝର: ରାସ୍ତା ପାରି ହେଉଥିବା ବେଳେ ମାଡ଼ିଗଲା ଟ୍ରକ୍, ମହିଳା ମୃତ
  • ||
  • ଭୋଗରାଇ: ବଙ୍ଗୀୟ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସହଯୋଗୀ ଫେରାର୍
  • ||
  • ସୁପର ୮ରେ ଭାରତ-ଅଷ୍ଟ୍ରେଲିଆ ବଡ଼ ଲଢ଼େଇ: ନେଟ୍‌ ରନରେଟ୍‌ ହେବ ଖେଳ, ଖଳନାୟକ ସାଜିପାରେ ବର୍ଷା
  • ||
  • ସୋମବାରଠୁ ଅଷ୍ଟାଦଶ ଲୋକସଭାର ପ୍ରଥମ ଅଧିବେଶନ:୨୬ରେ ବାଚସ୍ପତି ନିର୍ବାଚନ, ୨୭ରେ ରାଜ୍ୟ ସଭା ବୈଠକ
  • ||
  • ଓଡ଼ିଶାର ୩୦ ଜିଲ୍ଲାକୁ ସମ୍ପୂର୍ଣ୍ଣ ଛୁଇଁଲା ମୌସୁମୀ ବାୟୁ, ଆସନ୍ତା ୩ ଦିନ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା
  • ||

ସନ୍ଧ୍ୟାରେ ଓଡ଼ିଶା ଆସିବେ ନିର୍ବାଚନ କମିଶନଙ୍କ ଟିମ୍, ନିର୍ବାଚନ ପ୍ରସ୍ତୁତି ନେଇ କରିବେ ସମୀକ୍ଷା

ଭୁବନେଶ୍ଵର, ୧୨/୦୯ :  ରାଜ୍ୟରେ ନିର୍ବାଚନ ପ୍ରସ୍ତୁତି ନେଇ ବୁଧବାର ସମୀକ୍ଷା କରିବେ ନିର୍ବାଚନ କମିଶନଙ୍କ ଟିମ୍। ଏଥିପାଇଁ ଆଜି ସନ୍ଧ୍ୟାରେ ନିର୍ବାଚନ କମିଶନଙ୍କ ଟିମ୍ ଓଡ଼ିଶା ଆସୁଛନ୍ତି। କାଲି ଖାରବେଳ ଭବନରେ ବୈଠକ ହେବ। ଏଥିରେ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ଟିମ୍ ସହ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଯୋଗ ଦେବ।  

ବୁଧବାର ବୈଠକରେ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଉପରେ ଆଲୋଚନା ହେବ। ତେବେ ଭୋଟର ତାଲିକା ସଂଶୋଧନ ପାଇଁ ପ୍ରକ୍ରିୟା ଚାଲିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.