ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ମାଲବାହୀ ଟ୍ରେନ୍‌ରେ ଅଗ୍ନିକାଣ୍ଡ

ସୋର, ୦୩/୦୨ : ମାଲବାହୀ ଟ୍ରେନ୍‌ରେ ଅଗ୍ନିକାଣ୍ଡ। ବାଲେଶ୍ୱର ଜିଲ୍ଲା ସୋର ରେଳ ଷ୍ଟେସନରେ ଏକ ମାଲବାହୀ ଟ୍ରେନରେ ନିଆଁ ଲାଗିଯାଇଛି l ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ କରୁଛି।

ସୂଚନାନୁଯାୟୀ, ଭଦ୍ରକ ଜିଲ୍ଲା ଧାମରା ବନ୍ଦରରୁ କୋଇଲା ନେଇ ଏକ ମାଲବାହୀ ଟ୍ରେନ୍ କଲିକତା ଅଭିମୁଖେ ଯାଉଥିଲା। ସୋର ରେଳ ଷ୍ଟେସନରେ ଟ୍ରେନ୍‌ର ୩ଟି ବଗିରୁ ନିଆଁ ବାହାରୁଥିବା ଦେଖି ସ୍ଥାନୀୟ ଲୋକେ ଷ୍ଟେସନ ମାଷ୍ଟରଙ୍କୁ ଖବର ଦେଇଥିଲେ। ଷ୍ଟେସନ ମାଷ୍ଟର ଗାଡିକୁ ଅଟକାଇ ସୋର ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ l ଅଗ୍ନିଶମ ବାହିନୀ ଷ୍ଟେସନରେ ପହଞ୍ଚି ବିଦ୍ୟୁତ ସରବରାହ ବିଛିନ୍ନ କରି ନିଆଁ ଲିଭାଇବାକୁ ଉଦ୍ୟମ ଚଳାଇଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.