ପ୍ରମୁଖ ଖବର
  • ମିଶନ ଶକ୍ତି ବଜାର ଶୁଭାରମ୍ଭ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
  • ||
  • ଆଜି ଓୟୁଟିଆର୍‌ରେ ପ୍ରଥମ ସମାବର୍ତ୍ତନ ଉତ୍ସବ, ସଭାପତିତ୍ୱ କରିବେ ରାଜ୍ୟପାଳ
  • ||
  • ମଙ୍ଗଳବାର ୟୁପି ରାଜ୍ୟସଭା ନିର୍ବାଚନ, ବିଜେପିକୁ ସମର୍ଥନ କରିବେ ରାଜା ଭୈୟା
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||
  • ୨୯ରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ଉପସ୍ଥାପିତ ହେବ ରତ୍ନଭଣ୍ଡାର ଲେଜର ସ୍କାନିଂ ରିପୋର୍ଟ
  • ||
  • WPL-2024: ଦିଲ୍ଲୀ କ୍ୟାପିଟାଲ୍ସ ୯ ଓ୍ବିକେଟ୍ ବିଜୟୀ, ୟୁପି ୱାରିୟର୍ସର ଦ୍ୱିତୀୟ ପରାଜୟ
  • ||
  • ବୁଧବାରଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଆଜି କାର୍‌କେଡ୍‌ ରିହର୍ସାଲ କରିବ ଓଡ଼ିଶା ପୁଲିସ୍‌
  • ||
  • ଶନିବାର ବାରବାଟୀ ଷ୍ଟାଡିୟମ୍‌ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ, ୪୧ଟି କ୍ରିକେଟ୍‌ ଏକାଡେମୀ ହେବ ଲୋକାର୍ପଣ
  • ||
  • ଆସନ୍ତା ୩ ତାରିଖ ଯାଏ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି
  • ||

ମାଲବାହୀ ଟ୍ରେନ୍‌ରେ ଅଗ୍ନିକାଣ୍ଡ

ସୋର, ୦୩/୦୨ : ମାଲବାହୀ ଟ୍ରେନ୍‌ରେ ଅଗ୍ନିକାଣ୍ଡ। ବାଲେଶ୍ୱର ଜିଲ୍ଲା ସୋର ରେଳ ଷ୍ଟେସନରେ ଏକ ମାଲବାହୀ ଟ୍ରେନରେ ନିଆଁ ଲାଗିଯାଇଛି l ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ କରୁଛି।

ସୂଚନାନୁଯାୟୀ, ଭଦ୍ରକ ଜିଲ୍ଲା ଧାମରା ବନ୍ଦରରୁ କୋଇଲା ନେଇ ଏକ ମାଲବାହୀ ଟ୍ରେନ୍ କଲିକତା ଅଭିମୁଖେ ଯାଉଥିଲା। ସୋର ରେଳ ଷ୍ଟେସନରେ ଟ୍ରେନ୍‌ର ୩ଟି ବଗିରୁ ନିଆଁ ବାହାରୁଥିବା ଦେଖି ସ୍ଥାନୀୟ ଲୋକେ ଷ୍ଟେସନ ମାଷ୍ଟରଙ୍କୁ ଖବର ଦେଇଥିଲେ। ଷ୍ଟେସନ ମାଷ୍ଟର ଗାଡିକୁ ଅଟକାଇ ସୋର ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ l ଅଗ୍ନିଶମ ବାହିନୀ ଷ୍ଟେସନରେ ପହଞ୍ଚି ବିଦ୍ୟୁତ ସରବରାହ ବିଛିନ୍ନ କରି ନିଆଁ ଲିଭାଇବାକୁ ଉଦ୍ୟମ ଚଳାଇଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.