ପ୍ରମୁଖ ଖବର
  • ପ୍ରକାଶ ପାଇଲା ୟୁପିଏସ୍‌ସି ରେଜଲ୍ଟ, ୧୮୦ ଆଇଏଏସ୍., ୨୦୦ ଏଇପିଏସ୍‌, ୩୭ ଆଇଏଫଏସ କୃତ୍ତକାର୍ଯ୍ୟ
  • ||
  • କେନ୍ଦୁଝର ଅଦାଲତ ସଂଲଗ୍ନ ଔଷଧ ଦୋକାନରେ ପଶିଲା ବାରାହା
  • ||
  • ଆକାଶରୁ ନିଆଁ ବର୍ଷା, ଦିନ ସାଢ଼େ ୧୧ଟା ସୁଦ୍ଧା ସବୁ ଉତ୍ତପ୍ତ ସହର ପାଲଟିଲା ବାଲେଶ୍ୱର
  • ||
  • ବାରିପଦା: ପୋଖରୀ ରେ ଗାଧୋଉଥିବା ବେଳେ ଦୁଇ ଭଉଣୀଙ୍କ ମୃତ୍ୟୁ
  • ||
  • ଆସିଲା ବିଜେପି ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ୨୧ ବିଧାନସଭା ପ୍ରାର୍ଥୀଙ୍କ ନା ଘୋଷଣା, ୧୪ ଆସନ ପାଇଁ ଛାଣ୍ଡିନି ଅଙ୍କ
  • ||
  • ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କ ତଥ୍ୟ ସଂଶୋଧନ, ଶେଷ ସୁଯୋଗ ଆଜି
  • ||
  • ମଙ୍ଗଳବାର ରଥଯାତ୍ରା ଦ୍ୱିତୀୟ ପ୍ରସ୍ତୁତି ବୈଠକ: ଗୋଟିଏ ଦିନରେ ନବଯୌବନ ଦର୍ଶନ, ନେତ୍ରଉତ୍ସବ ଓ ଶ୍ରୀଗୁଣ୍ଡିଚା ଚାଲେଞ୍ଜ ହେବ
  • ||
  • IPL 2024: ଇଡେନ୍‌ରେ କୋଲକାତା-ରାଜସ୍ଥାନ ମୁକାବିଲା, ଶୀର୍ଷ ସ୍ଥାନ ପାଇଁ ହେବ ଲଢ଼େଇ
  • ||
  • ପବିତ୍ର ଅଶୋକାଷ୍ଟମୀ: ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ର, ମଧ୍ୟାହ୍ନ ସାଢ଼େ ୧୨ଟାରେ ପହଣ୍ଡି, ସାଢ଼େ ୩ଟାରେ ରଥ ଟଣା
  • ||
  • ଆଗକୁ ଭୟାନକ ଅଗ୍ନି ବର୍ଷା, ୪୫ ଛୁଇଁବ ତାପମାତ୍ରା: ସପ୍ତାହ ଯାଏ କମିବନି ତାତି
  • ||

ଆସୁଛି ଗ୍ରୀଷ୍ମଋତୁ, ବନାଗ୍ନି ନିରାକରଣ ନେଇ ସଚେତନତା ରଥ ଶୁଭାରମ୍ଭ କଲା ବନବିଭାଗ…

ନୀଳଗିରି,୨୦/୨: ଆସୁଛି ଗ୍ରୀଷ୍ମଋତୁ । ପ୍ରତ୍ୟେକ ବର୍ଷ ନୀଳଗିରି ଅଞ୍ଚଳରେ ସଂରକ୍ଷିତ ଜଙ୍ଗଲରେ ନିଆଁ ଲାଗିଥାଏ । ମୂଲ୍ୟବାନ ଗଛ ଜଳିପୋଡି ପାଉଁଶ ହୋଇଥାଏ । ଜାଣିଶୁଣି ନିଆଁ ଲଗାଇବା କାରଣରୁ ଏଭଳି ଅଘଟଣ ଘଟୁଛି । ତେଣୁ ଆଜି ନୀଳଗିରି ରେଞ୍ଜ ଅଫିସଠାରୁ ବନାଗ୍ନି ନିରାକରଣ ନେଇ ସଚେତନତା ରଥର ଶୁଭାରମ୍ଭ ହୋଇଛି । ଜଙ୍ଗଲକୁ ନିଆଁ କବଳରୁ ରକ୍ଷା କରିବାକୁ ଏହି ସଚେତନ ରଥ ବାହାର କରାଯାଇଛି । ଓଡ଼ିଶା ସରକାର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ଜଙ୍ଗଲରେ ନିଆଁ ନ ଲାଗିବା ପାଇଁ ନୀଳଗିରି ବନଖଣ୍ଡ କାର୍ଯ୍ୟଳୟରେ ବାନାଗ୍ନି ସଚେତନତା ରଥକୁ ନୀଳଗିରି ରେଞ୍ଜର ଅଇସା ଏ ନିଶା ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି ରଥ ନୀଳଗିରି ବନଖଣ୍ଡ ଅଞ୍ଚଳକୁ ଯାଇ ଜଙ୍ଗଲ ପାର୍ଶ୍ବବର୍ତ୍ତୀ ଗ୍ରାମାଞ୍ଚଳର ଲୋକଙ୍କୁ ସଚେତନ କରିବା ସହିତ ଜଙ୍ଗଲ ନିଆଁର ପ୍ରଭାବ ଏବଂ ଜଙ୍ଗଲ ନିଆଁ ନ ଲାଗିବାର ପ୍ରଭାବ ଉପରେ ସଚେତନ କରାଇବା ପାଇଁ  ଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ପ୍ରଚାର ପ୍ରସାର କରାଯିବ ବୋଲି ରେଞ୍ଜର ପ୍ରକାଶ କରିଛନ୍ତି । ଏହି ଅବସରରେ ଫରେଷ୍ଟର,ଫରେଷ୍ଟଗାର୍ଡ ଓ ସବୁଜ ବାହିନୀମାନେ ଉପସ୍ଥିତ ଥିଲେ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.