ପ୍ରମୁଖ ଖବର
  • ଆଉ ୫ଟି ଲୋକସଭା ଆସନ ଲାଗି ଆପ୍‌ର ପ୍ରାର୍ଥୀ ଘୋଷଣା
  • ||
  • ବଲାଙ୍ଗିର ଭୀମଭୋଇ ମେଡିକାଲରେ ମୃତ ଶବ ଛାଡି ଫେରାର ସମ୍ପର୍କୀୟ,ଟାଉନ ଥାନା ପୋଲିସର ତଦନ୍ତ ଆଇମ୍ଭ
  • ||
  • ମିଶନ ଶକ୍ତି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା,୭୩୦ କୋଟିର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୁନ୍ଦରଗଡ଼: ବାଇକ ଚାଳକ ଙ୍କ ଉପରେ ଚଢ଼ିଗଲା ପାଉଁଶ ବୋଝେଇ ଟ୍ରକ,ବାଇକ ଚାଳକର ମୃତ୍ୟୁ
  • ||
  • ପାଲଲହଡ଼ା ଯାଉଥିଲା ରାଧାମାଧବ, ଅଧାରସ୍ତାରେ ଓଲଟିଲା ବସ୍‌
  • ||
  • କୋରାପୁଟ: ନାଲକୋ ଦାମନଯୋଡ଼ିରେ ରଡ଼ ପଶି ଦୁଇ ଶ୍ରମିକ ମୃତ, ଜଣେ ଗୁରୁତର
  • ||
  • ଗଗନ ଯାନ ମିଶନ ପାଇଁ ୪ ମହାକଶଚାରୀଙ୍କ ନାଁ ଘୋଷଣା କଲା ଇସ୍ରୋ, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ନାଁ ଘୋଷଣା ହୋଇଛି
  • ||
  • ମିଶନ ଶକ୍ତି ବଜାର ଶୁଭାରମ୍ଭ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||

କଂଗ୍ରେସର ପୂର୍ବତନ ବରଗଡ଼ ଜିଲ୍ଲା ସଭାପତି ଦେଲେ ଇସ୍ତଫା

ବରଗଡ, ୧୨।୨: କଂଗ୍ରେସର ପୂର୍ବତନ ବରଗଡ଼ ଜିଲ୍ଲା  ସଭାପତି ତଥା ଅତାବିରା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ନିହାର ରଞ୍ଜନ ମହାନନ୍ଦ ଆଜି କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଏ ନେଇ ସେ ତାଙ୍କ ଇସ୍ତଫାପତ୍ର ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ, ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି।

ପ୍ରକାଶଥାଉକି, ରବିବାର କଂଗ୍ରେସ ନିହାରଙ୍କୁ ଜିଲ୍ଲା ସଭାପତି ପଦବୀରୁ ହଟାଇଥିଲା ଏବଂ ଦଳ ସେହି ସ୍ଥାନରେ ହରଦୀପ ସିଂଙ୍କୁ ନୂତନ ଜିଲା ସଭାପତି ଭାବେ ଅବସ୍ଥାପିତ କରିଥିଲା। ଏହାର ଦିନକ ପରେ ନିହାରଙ୍କ ଇସ୍ତଫା ଜିଲ୍ଲାରେ ଚର୍ଚ୍ଚାର ବିଷୟ ହୋଇଛି। ନିହାର ଆଗକୁ ଭାଜପାରେ ଯୋଗଦେଇ ପାରନ୍ତି ବୋଲି ସାଧାରଣରେ ଆଲୋଚନା ହେଉଥିବା ବେଳେ ଲୋକେ ଯାହା ଚାହିଁବେ, ସେହି ନିଷ୍ପତ୍ତି ନେବେ ବୋଲି ନିହାର କହିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.