ପ୍ରମୁଖ ଖବର
  • କଂଗ୍ରେସ ସ୍କ୍ରିନିଂ କମିଟି ବୈଠକ, ୧୫ ସୁଦ୍ଧା ଘୋଷେଣା ହେବ ପ୍ରାର୍ଥୀ ତାଲିକା
  • ||
  • କ୍ୟାପିଟାଲ ହସ୍ପିଟାଲରେ ମହିଳାଙ୍କୁ ଦୁର୍ବ୍ୟବହାର, ଧାରଣାରେ ବସିଲେ ସିକ୍କ୍ୟୁରିଟ୍ ଓ ସଫୋଇ କର୍ମୀ
  • ||
  • ବିଜେଡି ଛାଡିଲେ ପୂର୍ବତନ ରାଜ୍ୟ ଯୁବ ଉପସଭାପତି ରାକେଶ ନାୟକ
  • ||
  • ଆଜି ଆସିବ ବିଜେପି ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଘୋଷଣା ହୋଇପାରେ ୨୫ ପ୍ରାର୍ଥୀଙ୍କ ନା
  • ||
  • ରୋଷେୟାକୁ ହାଣିଲା ହୋଟେଲ ମାଲିକ, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବକାରୀ ବିଭାଗ ହାଜତରେ ଥାର୍ଡ ଡିଗ୍ରୀ ! ମଦ ବ୍ୟବସାୟୀ ଗୁରୁତର, ହତ୍ୟା ଉଦ୍ୟମ ଅଭିଯୋଗ
  • ||
  • ବେଲଗାମ ବୟାନ ଉପରେ ଲାଗିବ ଅଙ୍କୁଶ, ନିର୍ବାଚନ କମିଶନ ଆଣିବେ ନୂଆ ମାର୍ଗଦର୍ଶିକା
  • ||
  • ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର ଇସ୍ରାଏଲ, ଇରାନକୁ ଯାତ୍ରା ବାରଣ
  • ||
  • ୭୭ବର୍ଷରେ ପାଦ ଦେଲା ସ୍ୱପ୍ନର ସହର ଭୁବନେଶ୍ୱର, ୧୯୪୮ ମସିହାରେ ହୋଇଥିଲା ଗଠନ
  • ||
  • IPL 2024: ପଞ୍ଜାବ କିଙ୍ଗ୍‌ସ- ରାଜସ୍ଥାନ ରୟାଲ୍ସ ମୁକାବିଲା, ମୁଲନପୁରରେ ହେବ ପେସ୍‌ ଟେଷ୍ଟ୍‌
  • ||
  • ଶନିବାରଠୁ ୬ ଦିନ ଜଳାଇବ ତାତି, ୬ରୁ ୮ ଡିଗ୍ରୀ ବଢ଼ିଯିବ ତାପମାତ୍ରା;୧୪ରୁ ପୁଣି ନିର୍ଘାତ ଖରା
  • ||

ବିଜେଡି ଛାଡ଼ିଲେ ବରୀ-ଡେରାବିସ୍ ପୂର୍ବତନ ବିଧାୟକ ଦେବାଶିଷ ନାୟକ, ବିଜେଡି ସଭାପତିଙ୍କୁ ପଠାଇଲେ ଇସ୍ତଫା ପତ୍ର

ଭୁବନେଶ୍ୱର, ୨୫।୨: ବିଜୁ ଜନତା ଦଳ ଛାଡ଼ିଲେ ବରୀ-ଡେରାବିସ୍ ପୂର୍ବତନ ବିଧାୟକ ଦେବାଶିଷ ନାୟକ । ଦଳୀୟ ସୁପ୍ରିମୋଙ୍କୁ ପଠାଇଲେ ଇସ୍ତଫା ପତ୍ର । ଆଗକୁ ୨୦୨୪ ନିର୍ବାଚନ ଥିବାରୁ ଦେବାଶିଷ କେଉଁ ଦଳରେ ସାମିଲ ହେବେ ତାହାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି । ପୂର୍ବରୁ ୪ ଥର ହୋଇଥିଲେ ବିଧାୟକ । ୨୦୦୦ରୁ ୨୦୧୪ ଯାଏ ବିଧାୟକ ପଦରେ ଥିଲେ । ୨୦୧୯ରେ ତାଙ୍କୁ ମିଳିନଥିଲା ଟିକେଟ୍ । ୨୦୦୦ ଓ ୨୦୦୪ରେ ବରୀ-ଡେରାବିସ୍ ନିର୍ବାଚନ ମଣ୍ଡଳୀରୁ ସେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୨୦୦୯ ଓ ୨୦୧୪ରେ ସେ ବରୀ ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ ।  

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.