ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ବିଜେଡି ଛାଡ଼ିଲେ ବରୀ-ଡେରାବିସ୍ ପୂର୍ବତନ ବିଧାୟକ ଦେବାଶିଷ ନାୟକ, ବିଜେଡି ସଭାପତିଙ୍କୁ ପଠାଇଲେ ଇସ୍ତଫା ପତ୍ର

ଭୁବନେଶ୍ୱର, ୨୫।୨: ବିଜୁ ଜନତା ଦଳ ଛାଡ଼ିଲେ ବରୀ-ଡେରାବିସ୍ ପୂର୍ବତନ ବିଧାୟକ ଦେବାଶିଷ ନାୟକ । ଦଳୀୟ ସୁପ୍ରିମୋଙ୍କୁ ପଠାଇଲେ ଇସ୍ତଫା ପତ୍ର । ଆଗକୁ ୨୦୨୪ ନିର୍ବାଚନ ଥିବାରୁ ଦେବାଶିଷ କେଉଁ ଦଳରେ ସାମିଲ ହେବେ ତାହାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି । ପୂର୍ବରୁ ୪ ଥର ହୋଇଥିଲେ ବିଧାୟକ । ୨୦୦୦ରୁ ୨୦୧୪ ଯାଏ ବିଧାୟକ ପଦରେ ଥିଲେ । ୨୦୧୯ରେ ତାଙ୍କୁ ମିଳିନଥିଲା ଟିକେଟ୍ । ୨୦୦୦ ଓ ୨୦୦୪ରେ ବରୀ-ଡେରାବିସ୍ ନିର୍ବାଚନ ମଣ୍ଡଳୀରୁ ସେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୨୦୦୯ ଓ ୨୦୧୪ରେ ସେ ବରୀ ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ ।  

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.