ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ପୂର୍ବତନ ମନ୍ତ୍ରୀ ସରସ୍ୱତୀ ପ୍ରଧାନଙ୍କ ପରଲୋକ

ବରଗଡ଼, ୦୧/୧୧ : ପୂର୍ବତନ ମନ୍ତ୍ରୀ ତଥା ବିଧାୟିକା ସରସ୍ୱତୀ ପ୍ରଧାନଙ୍କ ପରଲୋକ। ୯୮ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ସେ ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ମନ୍ତ୍ରୀ ତଥା ବିଧାୟିକା ଥିଲେ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି।

ସୂଚନାନୁଯାୟୀ, ସରସ୍ଵତୀ ପ୍ରଧାନ ପ୍ରଥମେ ୧୯୬୨ ମସିହାରେ ନିର୍ବାଚିତ ହୋଇ ମନ୍ତ୍ରୀ ହୋଇଥିଲେ। ୧୯୬୭ରେ ସେ ବିଧାୟିକା ହୋଇଥିବା ବେଳେ ରାଜ୍ୟସଭା ସାଂସଦ ମଧ୍ୟ ହୋଇଥିଲେ। ସରସ୍ୱତୀ ପ୍ରଧାନ କଂଗ୍ରେସ ଦଳରୁ ପ୍ରାଥିନୀ ହୋଇଥିଲେ। ତାଙ୍କର ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି। ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.