ପ୍ରମୁଖ ଖବର
  • ମଙ୍ଗଳବାର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ରାଜ୍ୟବାସୀଙ୍କୁ ଦେବେ ୧୯,୬୦୦ କୋଟିର ପ୍ରକଳ୍ପ ଭେଟି
  • ||
  • ପୁଲିସକୁ ଢେଲାମାରି ହତ୍ୟା ଉଦ୍ୟମ ଅଭିଯୋଗ: ଦୁର୍ଦ୍ଦାନ୍ତ ପାକା ଗିରଫ, ଭାଇ ଫେରାର
  • ||
  • ଆଜି ସରିବ ମାଟ୍ରିକ୍‌ ପରୀକ୍ଷା: ଭାଇରାଲ୍‌ ଓ ଲିକ୍‌ ଗୁଜବର ଘଟୁନି ଅନ୍ତ, କ୍ରାଇମ୍‌ବ୍ରାଞ୍ଚ୍‌ରେ ବୋର୍ଡ ଏତଲାର ଫଳ ଶୂନ୍ୟ
  • ||
  • WPL-2024: ଦିଲ୍ଲୀ କ୍ୟାପିଟାଲ୍ସର ଦମଦାର ପ୍ରଦର୍ଶନ, ଗୁଜରାଟକୁ ୨୫ରନ୍‌ରେ ହରାଇଲା
  • ||
  • କଳାହାଣ୍ଡିରେ ଇନ୍ଦ୍ରାବତୀ ଦକ୍ଷିଣ କେନାଲରେ ୨୦ ଫୁଟ୍‌ର ଘାଇ, ଦେପୁରରେ କୃତ୍ରିମ ବନ୍ୟା
  • ||
  • ରାଜ୍ୟରେ ବଦଳିବ ପାଣିପାଗ ମିଜାଜ: ଆଜିଠୁ କମିବ ତାତି, ୭ ଜିଲ୍ଲାରେ ବର୍ଷା ସମ୍ଭାବନା
  • ||

ପୂର୍ବତନ ମନ୍ତ୍ରୀ ସରସ୍ୱତୀ ପ୍ରଧାନଙ୍କ ପରଲୋକ

ବରଗଡ଼, ୦୧/୧୧ : ପୂର୍ବତନ ମନ୍ତ୍ରୀ ତଥା ବିଧାୟିକା ସରସ୍ୱତୀ ପ୍ରଧାନଙ୍କ ପରଲୋକ। ୯୮ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ସେ ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ମନ୍ତ୍ରୀ ତଥା ବିଧାୟିକା ଥିଲେ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି।

ସୂଚନାନୁଯାୟୀ, ସରସ୍ଵତୀ ପ୍ରଧାନ ପ୍ରଥମେ ୧୯୬୨ ମସିହାରେ ନିର୍ବାଚିତ ହୋଇ ମନ୍ତ୍ରୀ ହୋଇଥିଲେ। ୧୯୬୭ରେ ସେ ବିଧାୟିକା ହୋଇଥିବା ବେଳେ ରାଜ୍ୟସଭା ସାଂସଦ ମଧ୍ୟ ହୋଇଥିଲେ। ସରସ୍ୱତୀ ପ୍ରଧାନ କଂଗ୍ରେସ ଦଳରୁ ପ୍ରାଥିନୀ ହୋଇଥିଲେ। ତାଙ୍କର ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି। ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.